ରାଜ୍ୟରେ ମୌସୁମୀ ସକ୍ରିୟ: ବିଭିନ୍ନ ଜିଲାରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ମୌସୁମୀ ସକ୍ରିୟ ଥିବାରୁ ଆସନ୍ତା ୪ ଦିନ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri