ରାଜ୍ୟରେ ସ୍ଥାପନ ହେବ ୧୮ ଇ-ଯାନଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ,୪-୧: ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୬୨ ସହରରେ ଇ-ଯାନ ଲାଗି ୨୬୩୬ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯିବ। ଓଡିଶାରେ ଏହି ଯୋଜନାରେ ୧୮ ଚାର୍ଜିଂ ଷ୍ଟେଶନ ସ୍ଥାପନ ନେଇ ଲକ୍ଷ୍ୟ ରହିଛି। ଫେମ୍‌ ଇଣ୍ଡିଆ ଯୋଜନାରେ ଏହି ଷ୍ଟେଶନଗୁଡିକୁ ସ୍ଥାପନ କରିବା ଲାଗି ଯୋଜନା ରଖାଯାଇଥିବା ବେଳେ କେନ୍ଦ୍ର ସରକାର ଏଥି ଲାଗି ମଞ୍ଜୁରୀ ପ୍ରଦାନ କରିଥିବା କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର ସୂଚନା ଦେଇଛନ୍ତି। ଲଘୁ ଉଦ୍ୟୋଗ ବିଭାଗ ପକ୍ଷରୁ କାର୍ଯ୍ୟକାରି ହେଉଥିବା ଫେମ୍‌ ଇଣ୍ଡିଆର ଦ୍ୱିତୀୟ ସଂସ୍କରଣରେ ଏଭଳି ପଦକ୍ଷେପ ହାତକୁ ନିଆଯିବ। ଇ-ଯାନ ଗ୍ରହଣକୁ ତ୍ୱରାନ୍ବିତ କରିବା ଲାଗି ସରକାର ଏଭଳି ଏକ ପଦକ୍ଷେପ ହାତକୁ ନେଇଛନ୍ତି। ଏହା ମଧ୍ୟରେ ୧୬୩୩ ଷ୍ଟେଶନ ଫାଷ୍ଟ ଚାର୍ଜିଂ ଏବଂ ୧୦୦୩ ଲୋ ଚାର୍ଜିଂ ଷ୍ଟେଶନ ସାମିଲ ରହିଛି। ଏହି ଷ୍ଟେଶନଗୁଡିକରେ ୧୪ ହଜାର ଚାର୍ଜର ଲଗାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri