ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ଏଣିକି ସ୍ବାସ୍ଥ୍ୟସେବା ସମ୍ପର୍କରେ ଜାଣିବା ଲାଗି ରୋଗୀଙ୍କ ପାଖକୁ ସିଧାସଳଖ ଫୋନ ଯିବ। ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କଠାରୁ ସ୍ବାସ୍ଥ୍ୟ ବିଭାଗ ମତାମତ ନେବ। ରୋଗୀଙ୍କ ମତ ପାଇଁ ମନ୍ତ୍ରୀ ଓ ସଚିବଙ୍କ ତତ୍ତ୍ୱାବଧାନରେ ଟିମ୍ ଗଠନ କରାଯିବ। ଉକ୍ତ ଟିମ୍ ପକ୍ଷରୁ ରୋଗୀଙ୍କୁ ସିଧାସଳଖ ଫୋନ କରି ମତାମତ ନିଆଯିବ। ଡାକ୍ତରଖାନାରେ କିଭଳି ସେବା ଦିଆଗଲା, ଏଥିରେ ସେମାନେ ସନ୍ତୁଷ୍ଟ କି ଅସନ୍ତୁଷ୍ଟ, ସେ ସମ୍ପର୍କରେ ସୂଚନା ସଂଗ୍ରହ କରାଯିବ। ମୋଟ ଉପରେ ଡାକ୍ତରୀ ସେବାର ସୁବିଧା ଓ ଅସୁବିଧା ରୋଗୀଙ୍କଠାରୁ ବୁଝାଯିବ। ଗୁରୁବାର ସିଡିଏମ୍ଓଙ୍କ ସହ ଭିଡିଓ କନ୍ଫରେନ୍ସିଂ ଯୋଗେ କଥା ହେବା ପରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଏହି ସୂଚନା ଦେଇଛନ୍ତି।
ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ
ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…
ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...
ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…
ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...
ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ
ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...
କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…
ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...
ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…
ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ
କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...
ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…
ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...
ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…
କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...
Archives


