ରାଜ୍ୟରେ ୧୮ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୧୮ ଜିଲାରୁ ୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା ୯୬ କରୋନା ସଂକ୍ରମିତ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୦ ଜଣ ଲେଖାଏ କେନ୍ଦ୍ରାପଡ଼ା ଓ ଗଜପତି ଜିଲାର ରହି ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲାର ୯ ଜଣ ରହିଥିବା ବେଳେ ଭଦ୍ରକ, ବଲାଙ୍ଗୀର ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏ ଅଛନ୍ତି। ଗଞ୍ଜାମ, ଯାଜପୁର, କଟକ, ଜଗତ୍‌ସିଂହପୁରରୁ ୬ ଜଣ ଲେଖାଏ ଥିବା ବେଳେ କଳାହାଣ୍ଡି ୫, ବାଲେଶ୍ୱର, ଦେବଗଡ଼ ଓ ନୂଆପଡ଼ାରୁ ୪ ଜଣ ଲେଖାଏ ରହିଛନ୍ତି। ଢେଙ୍କାନାଳରୁ ୨, ପୁରୀ, ନୟାଗଡ଼ ଓ କେନ୍ଦୁଝରରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ତେବେ ନଳଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ଶହ ଟପିଛି। ଏବେ ଏହି ସଂଖ୍ୟା ୧୮୧୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮୩୩ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୯୭୭ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri