ରାଜ୍ୟରେ ୨୦୮ ଆକ୍ଟିଭ୍‌ କେସ୍‌, ଆଜି ଚିହ୍ନଟ ହେଲେ ୨୮ ଆକ୍ରାନ୍ତ

ଭୁବନେଶ୍ୱର,୭।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୩ ପିଲା ଅଛନ୍ତି। ନୂତନ ପଜିଟିଭ୍‌ଙ୍କ ପରେ ରାଜ୍ୟରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୨୦୮କୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୦୧କୁ ବୃଦ୍ଧି ପାଇଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri