ରାଜ୍ୟରେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୫ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ଆଉ ୩୦୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦କୁ ବୃଦ୍ଧି ପାଇଛି ବୋଲି ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, କରୋନାରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ ଜିଲାର ୪୯ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?