ରାଜ୍ୟରେ ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୮୮୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ ଜିଲାରୁ ସର୍ବାଧିକ ୧୪ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୫, ବଲାଙ୍ଗୀରର୨, ବୌଦ୍ଧ ୨, କଟକରୁ ୯ ଓ ଦେବଗଡ଼ରୁ ୧ ଅଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧ , ଯାଜପୁରର ୩, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୬, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୬, କୋରାପୁଟରୁ ୧, ମୟୂରଭଞ୍ଜରୁ ୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୂଆପଡ଼ାରୁ ୨, ପୁରୀରୁ ୭, ରାୟଗଡ଼ାରୁ ୨, ସମ୍ବଲପୁରରୁ ୮ , ସୁବର୍ଣ୍ଣପୁରରୁ ଜଣେ ଓ ସୁନ୍ଧରଗଡ଼ରୁ ୧୧ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri