Posted inଜାତୀୟ

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଗୁଜରାଟରେ ୨ କଂଗ୍ରେସ ବିଧାୟକଙ୍କ ଇସ୍ତଫା

ଅହମଦାବାଦ, ୪।୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ଏଠାରେ ୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଛନ୍ତି। ଏହା ପୂର୍ବରୁ ମଧ୍ୟ ଅନ୍ୟ ୫ ଜଣ ବିଧାୟକ ଇସ୍ତଫା ଦେଇଥିଲେ। କର୍ଜନ ବିଧାୟକ ଅକ୍ଷୟ ପଟେଲ ଏବଂ କପରାଡ଼ା ବିଧାୟକ ଜିତୁ ଚୌଧୁରୀ ଇସ୍ତଫା ଦେଇଛନ୍ତି। ଫଳରେ ବିଧାନସଭାରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା ୬୮କୁ ଖସି ଆସିଛି। ସୂଚନାଯୋଗ୍ୟ, ଗୁଜରାଟରେ ୪ ବିଧାନସଭା ଆସନ ପାଇଁ ନିର୍ବାଚନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?