ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍‌ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ପ୍ରଥମ ଥର ପାଇଁ ଏହି ଉତ୍ସବରେ ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ପରେଡ୍‌ରେ ମୋଟ ୪୮ଟି ଟ୍ରୁପ୍‌ ଭାଗ ନେଇଥିବା ବେଳେ ଏଗୁଡ଼ିକର ନେତୃତ୍ୱ ଡିସିପି ସାଗରିକା ନାଥ ନେଇଛନ୍ତି। ପରେଡ୍‌ରେ ୧୨ଟି ପ୍ରଜ୍ଞାପନ ମେଢ଼ ଭାଗ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଆନ୍ଦୋଳନକୁ ନେଇ ମୋଦି ସରକାରଙ୍କ ପ୍ରଥମ ପ୍ରତିକ୍ରିୟା: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗରେ କହିଲେ…ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୦।୭: ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାର ବିରୋଧରେ ‘କକରୋଚ ଜନତା ପାର୍ଟି’ (CJP)ର ସଂସଦ ମାର୍ଚ୍ଚ ବେଳେ ସୋମବାର ପୋଲିସ ହଜାର ହଜାର ସଂଖ୍ୟାରେ ଜମା ହୋଇଥିବା…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri