ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା:ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ

ଜୟପୁର, ୩।୩ (ନି.ପ୍ର)

ଜୟପୁର ଲେକ ପ୍ଲେସିଡ ସଭାଗୃହଠାରେ କୋରାପୁଟ ସୁନ୍ଦର ସ୍ବାସ୍ଥ୍ୟ ଓ ସୁନ୍ଦର ଶରୀର ସଂଘ ତରଫରୁ ରାଜ୍ୟସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ା ସନ୍ତୋଷ କ୍ଲାସିକ ୨୦୨୦ ନାମରେ ଏହା ଆୟୋଜିତ ହୋଇଥିଲା ା ଏଥିରେ ବିଭିନ୍ନ କିଲୋ ବର୍ଗର ପ୍ରତିଯୋଗୀ ଭାଗ ନେଇଥିଲେ ା ୨୧୦ ପ୍ରତିଯୋଗୀ ୫୫ କିଲୋ ବର୍ଗରେ ଭାଗ ନେଇଥିଲେ। ଏଥିରେ ସୁଶାନ୍ତ ମଣିଆକା ପ୍ରଥମ, ଅର୍ଜୁନ ଅଡାର ଦ୍ୱିତୀୟ , ଜଗନ୍ନାଥ ପରିଜା ତୃତୀୟ, ଅକ୍ଷୟ କୁମାର ପ୍ରଧାନ ଚତୁର୍ଥ ଓ ପ୍ରଫୁଲ କୁମାର ଗୁଣ୍ଠା ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ା ସେହିପରି ୬୦ କିଲୋ ବର୍ଗରେ ବିକାଶ ରାମ ପ୍ରଥମ, କାର୍ତ୍ତିକ ଦାସ ଦ୍ୱିତୀୟ, ଶଙ୍କର ମେହେର ତୃତୀୟ, ଧୀରଜ କୁମାର ରାଓ ଚତୁର୍ଥ ଓ ଜୟରାମ ବଡନାୟକ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ା ୬୫ କିଲୋ ବର୍ଗରେ ବୋଳା ନାୟକ ପ୍ରଥମ, ରୁମନ ବର୍ଗଭା ଦ୍ୱିତୀୟ, ସୁରେନ୍ଦ୍ର କୁମାର ଦାଶ ତୃତୀୟ, ମହେଶ ନରେଶୁ ଚତୁର୍ଥ, ସଂଗ୍ରାମ କେଶରୀ ପ୍ରଧାନ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ା ଖେଳୁଆଡ ବର୍ଗରେ ସୁମନ ବଗର୍ତ୍ତି ପ୍ରଥମ, ରବୀନ କୁମାର ସାହୁ ଦ୍ୱିତୀୟ , ସନ୍ଦୀପ କୁମାର ଡାଲି ତୃତୀୟ, ସନ୍ତୋଷ ବକ୍ସି ଚତୁର୍ଥ ଓ ରୁତୁରାଜ ରାଉତ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି। ଦିବ୍ୟାଙ୍ଗ ବର୍ଗର ପୌରପରିଷଦ ବ୍ୟାୟାମ ଶାଳା କୋରାପୁଟର ଜଗନ୍ନାଥ ପରଜା ପାଇଥିବା ବେଳେ ଶେଷରେ ପ୍ରତ୍ୟେକ ବର୍ଗରୁ ନେଇ ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା ା ଏଥିରେ ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ ହୋଇଛନ୍ତି ା ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ନିରଞ୍ଜନ ଦାସ ଓ କିଶୋର ଚନ୍ଦ୍ର ହୋତା ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ନରେନ୍ଦ୍ର ନାଥ ନାୟକ, ଉପ ସଭାପତି ଜଗଦୀଶ ଚନ୍ଦ୍ର ମିଶ୍ର, ସଙ୍ଗଠନ ସମ୍ପାଦକ ସନ୍ତୋଷ ନାୟକ, ପ୍ରଦୀପ କୁମାର ମହାପାତ୍ର , ତୁଳସୀ ବେହେରା ପ୍ରମୁଖ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri