Posted inଖେଳ

ରାଞ୍ଚିରେ ଟେଷ୍ଟ: ଧୋନୀଙ୍କୁ ଅପେକ୍ଷା

ରାଞ୍ଚି,୧୮।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଏଠାରେ ରବିବାରଠାରୁ ୩ୟ ଟେଷ୍ଟ ଖେଳାଯିବ। ଏହା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ହୋମ ଗ୍ରାଉଣ୍ଡ। ବିଶ୍ୱକପ୍‌ର ସେମିଫାଇନାଲରୁ ଭାରତୀୟ ଦଳର ବିଦାୟ ପରେ କ୍ରିକେଟ ପଡ଼ିଆକୁ ଫେରି ନ ଥିବା ଧୋନୀଙ୍କୁ ଷ୍ଟାଡିୟମରେ ଦେଖିବାକୁ ମିଳିବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଏହି ପ୍ରଶ୍ନ ତାଙ୍କର ପ୍ରଶଂସକଙ୍କ ମନରେ ମଧ୍ୟ ରହିଛି। ଏଠାରେ ଭାରତୀୟ ଦଳର ଅଭ୍ୟାସବେଳେ ଗଣମାଧ୍ୟମ ପ୍ରତିନିଧି ଓ ତାଙ୍କ ପ୍ରଶଂସକଙ୍କ ଭିଡ଼ ଜମିଥିଲା। ସେମାନେ କିମ୍ବଦନ୍ତୀ ଧୋନୀ କେଉଁଠାରେ ପ୍ରଶ୍ନ ପଚାରିଥିଲେ। ତେବେ ସେ କେବେ ପଡ଼ିଆକୁ ଫେରିବେ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବିସିସିଆଇ ନୂଆ ଅଧ୍ୟକ୍ଷ ହେବାକୁ ଯାଉଥିବା ସୌରଭ ଗାଙ୍ଗୁଲି ଏ ସମ୍ପର୍କରେ ଚୟନକର୍ତ୍ତାଙ୍କ ସହ ଆସନ୍ତା ୨୪ ତାରିଖରେ ଆଲୋଚନା କରିବା ନେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri