ରାତି ପାହିଲେ ସାବିତ୍ରୀ: ଫଳ ଦୋକାନରେ ଅସମ୍ଭାଳ ଭିଡ଼, ଦର ଆକାଶଛୁଆଁ

ପାଟଣା,୨୧ା୫(ସ୍ବ.ପ୍ର.): ରାତି ପାହିଲେ ସାବିତ୍ରୀ ବ୍ରତ। ଏନେଇ କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ତୁରୁମୁଙ୍ଗା ଓ ସାହାରପଡ଼ା ବଜାରସ୍ଥିତ ଫଳ ଦୋକାନଗୁଡିକରେ ଗୁରୁବାର ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି । ଚଳିତବର୍ଷ ଜ୍ୟୋଷ୍ଠ ମାସରେ ଗୁଳୁଗୁଳି ବଢ଼ି ନ ଥିବାରୁ ସ୍ବାଭାବିକ ଭାବେ ଆମ୍ବ, ପଣସ ଓ ଲିଚୁ ଆଦି ସ୍ଥାନୀୟ ଅଞ୍ଚଳରେ ପାଚିପାରି ନାହିଁ। ଏପଟେ ଲକ୍‌ଡାଉନ୍‌ କଟକଣା ଯୋଗୁ ଚଢ଼ା ଦରରେ ବାହାର ରାଜ୍ୟରୁ ଆମ୍ବ , ଲିଚୁ, କଦଳୀ, ସେଓ ଏବଂ ଅଙ୍ଗୁର ଆସୁଥିବାରୁ ଫଳ ଦର ମଧ୍ୟ ଢେର ଅଧିକ ରହିଥିବା ଜଣେ ଫଳଦୋକାନୀ ପ୍ରକାଶ କରିଛନ୍ତି। ପାଟଣା ଅଞ୍ଚଳରେ ଆମ୍ବ କିଲୋପିଛା ୧୦୦-୧୨୦, ସେଓ ୧୦୦-୨୦୦, ଅଙ୍ଗୁର ୧୨୦-୧୪୦, ଲିଚୁ ୧୪୦-୧୬୦ରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri