ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜୋର୍‌ଦାର: ପଇଁତରା ମାରୁଛି ପୋଲିସ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ଏହି କଟକଣା ଜାରି କରାଯାଇଛି। ଏହି ସମୟରେ ପୋଲିସ ସହର ସାରା ପଇଁତରା ମାରୁଛି। ଅମାନିଆ ଓ ଖିଲାପକାରୀ ଯୁବକମାନଙ୍କ ଉପରେ କଡ଼ା ନଜର ରଖାଯାଉଛି ବୋଲି ଏସ୍‌ପି ରାଜେଶ ପଣ୍ଡିତ କହିଛନ୍ତି। ଆବଶ୍ୟକ ପଡ଼ିଲେ ଖିଲାପକାରୀ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଏହି ସମୟରେ କେବଳ ଅତ୍ୟାବଶ୍ୟକ ବିଭାଗ ଯାତାୟାତ କରିବାକୁ ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଦ୍ରାହୀନତା ଆଶଙ୍କା ଦୂରକରେ ଯୋଗ

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା…

ମୋହନ ନାୟକ ରାୟଗଡା ଯୁବ କଂଗ୍ରେସ ସଭାପତି

ଟିକିରି, ୪।୫ (ପ୍ରଫୁଲ୍ଲ କୁମାର ବେହେରା) ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରାଜ୍ୟ କଂଗ୍ରେସ ଓଡ଼ିଶାର ସମସ୍ତ ଜିଲାରେ ଯୁବ କଂଗ୍ରେସ ସଭାପତି ଚୟନ କରିଛ। ରାଜ୍ୟ…

ଥାଲାପତିଙ୍କ ବିଜୟରେ ଖୁସି ହୋଇ ତିରୁପତି ପହଞ୍ଚିଲେ rumored ଗର୍ଲ ଫ୍ରେଣ୍ଡ? ଖୁସି ହେଉଛନ୍ତି ପ୍ରଶଂସକ

ଚେନ୍ନାଇ,୪।୫: ୪ ମଇ, ୨୦୨୬, ଦକ୍ଷିଣ ଭାରତୀୟ ସିନେମା ଏବଂ ତାମିଲନାଡୁ ରାଜନୀତି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଭାବରେ ଉଭା ହୋଇଛି। ପ୍ରକୃତରେ, ଗୋଟିଏ ପଟେ,…

ପୃଥିବୀର ଅଦୃଶ୍ୟ ସୁରକ୍ଷା କବଚ

ଚଳିତ ବର୍ଷ ମହାବିଦ୍ୟାଳୟ ପରୀକ୍ଷା କାର୍ଯ୍ୟ ସମାପନ ପରେ ଦିନ ୧୧ ଟାରେ ଜଣେ ବନ୍ଧୁଙ୍କ ସହିତ ମହାବିଦ୍ୟାଳୟ ଫାଟକ ନିକଟକୁ ବାହାରିଥାଉ ଚା’ ପିଇବାକୁ। ସେଦିନ…

IPLରେ ‘ଗଲଫ୍ରେଣ୍ଡ କଲ୍ଚର’ ଉପରେ ପୂର୍ଣ୍ଣଛେଦ ପକାଇବ BCCI! ଖେଳାଳିଙ୍କ ସାଥୀ ଆଉ…

ନୂଆଦିଲ୍ଲୀ,୪।୫: IPL ୨୦୨୬ ଭିତରେ BCCI ଏକ କଠୋର ନୂତନ ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି । ଟୁର୍ଣ୍ଣାମେଣ୍ଟ ସମୟରେ ଅନେକ ଖେଳାଳି ସେମାନଙ୍କ ପ୍ରେମିକାଙ୍କ…

ମଉଳିଗଲା TMCର ବଡ଼ ଆଶା, ସନ୍ଧ୍ୟା ୫ଟାରେ ଭାଜପା ମୁଖ୍ୟାଳୟ ଯିବେ ମୋଦି

ନୂଆଦିଲ୍ଲୀ,୪।୫: ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରୁଛି। ଆସାମରେ ଭାଜପା ସରକାର କ୍ଷମତାକୁ ଫେରିବାକୁ ଯାଉଥିବା ବେଳେ, ବଙ୍ଗଳାରେ ମମତା ବାନାର୍ଜୀଙ୍କ…

କୋଳି ତୋଳିବାକୁ ଜଙ୍ଗଲକୁ ଯାଇଥିଲେ ଯୁବତୀ, ୩ ଭାଲୁଙ୍କ ହାବୁଡ଼ରେ ପଡ଼ିଗଲେ, ଆଉ ତା’ପରେ…

ପାଟଣା,୪ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସଡ଼ଙ୍ଗ ବାହାଳି ଗ୍ରାମରେ ସୋମବାର ସକାଳୁ ଭାଲୁ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ…

ଆମେରିକାକୁ ୩୦ ଦିନର ଅଲ୍ଟିମେଟମ ଦେଲା ଇରାନ!

ତେହରାନ,୪।୫: ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ କରିବା ଏବଂ ଅତ୍ୟନ୍ତ ରଣନୈତିକ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀ ପୁନଃ ଖୋଲିବା ପାଇଁ ଇରାନ ଆମେରିକାକୁ ଏକ 14-ସୂତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri