ରାଧାରାଣୀ ପାଣି ପଞ୍ଚାୟତକୁ ଶ୍ରେଷ୍ଠ ପୁରସ୍କାର

ପୁରୁଷୋତ୍ତମପୁର,୩୧ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳି ଗ୍ରାମର ରାଧାରାଣୀ ପାଣିପଞ୍ଚାୟତକୁ ରାଜ୍ୟ ସରକାରଙ୍କ ଉଠା ଜଳ ସେଚନ ବିଭାଗ ପକ୍ଷରୁ ଶ୍ରେଷ୍ଠ ପାଣିପଞ୍ଚାୟତ ଭାବେ ପୁରସ୍କୃତ କରାଯାଇଛି। ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଭୁବନେଶ୍ୱର ଓୟୁଏଟିର ସ୍ବାମୀନାଥନ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେ ପାଣି ପଞ୍ଚାୟତର ସଭାପତି ଆଇନଜୀବୀ ମନୋଜ କୁମାର ପଟ୍ଟନାୟକଙ୍କୁ ମାନପତ୍ର, ଟ୍ରଫି ସହ ୫୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଏହି ଉତ୍ସବରେ ସମଗ୍ର ରାଜ୍ୟର ଉଠା ଜଳସେଚନ ବିଭାଗ ପକ୍ଷରୁ ୧୦ ପାଣି ପଞ୍ଚାୟତକୁ ପୁରସ୍କୃତ କରାଯାଇଥିବା ବେଳେ ସେଥିମଧ୍ୟରୁ ଗଞ୍ଜାମ ଜିଲାର ଏକମାତ୍ର ରାଧାରାଣୀ ପାଣିପଞ୍ଚାୟତ ପୁରସ୍କୃତ ହୋଇଛି। ସୂଚନାଯୋଗ୍ୟ ଯେ, ଚାଷୀଙ୍କ କ୍ଷେତକୁ ପାଣି ଯୋଗାଣ ନିମନ୍ତେ ଉଠା ଜଳସେଚନ ବିଭାଗ ପକ୍ଷରୁ ଚାଟମୁଣ୍ଡୁଳି ଗ୍ରାମରେ ନିର୍ମାଣ କରାଯାଇଥିବା ବୋର୍‌ୱେଲକୁ ରାଧାରାଣୀ ପାଣିପଞ୍ଚାୟତକୁ ନ୍ୟସ୍ତ କରାଯାଇଥିଲା। କର୍ମକର୍ତ୍ତା ସୁଚାରୁରୂପେ ପରିଚାଳନା କରି ପ୍ରାୟ ୮୦ଜଣ ଚାଷୀଙ୍କ ୧୨ ହେକ୍ଟର ଜମିକୁ ଏଥିରୁ ଜଳଯୋଗାଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?