Posted inଜାତୀୟ

ରାମ ମନ୍ଦିର ଭୂମୀ ପୂଜା ପାଇଁ ସବୁ ପବିତ୍ର ନଦୀ-ସମୁଦ୍ରରୁ ଆସିବ ଜଳ !

ନୂଆଦିଲ୍ଲୀ,୨।୩: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରସ୍ତୁତି ଯୋର ସୋରରେ ଚାଲିଛି। ଗର୍ଭଗୃହ ତଳର ମାଟିର ଶକ୍ତି ସହ ସମ୍ପୂର୍ଣ୍ଣ ଭୂମୀର ସର୍ଭେ କରାଯାଇ ରାମ ମନ୍ଦିର ନିର୍ମାଣ କରାଯିବ ବୋଲି କୁହାଯାଉଛି। ତେବେ ଏହି ଭୂମୀ ପୂଜା ପାଇଁ ସବୁ ପବିତ୍ର ନଦୀର ଓ ସମୁଦ୍ରର ଜଳ ଆଣିବାକୁ ନେଇ ଏବେ ବିଚାର ଚାଲିଥିବା କୁହାଯାଉଛି। ଆହୁରି ମଧ୍ୟ ବିଚାର କରାଯାଉଛି କି ମନ୍ଦିର ନିର୍ମାଣ ସମୟରେ ଏହାର ଚତୁଃପାର୍ଶ୍ୱରେ ରାମ ଧୁନ୍‌ ଶୁଣାଯିବ। ଶ୍ରୀରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ବୈଠକ ପରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ସୁପ୍ରିମକୋର୍ଟ ରାୟ ଦେବା ପରେ ଏବେ ଏଠାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭକୁ ନେଇ ଚାଲିଛି ମାନସ ମନ୍ଥନ।


Enter your email to get our daily news in your inbox.

All Right Reserved By Dharitri.Com

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri