ରାମାୟଣର ପ୍ରସାରଣ ପରେ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରୁଛନ୍ତି ଦର୍ଶକେ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଦୂରଦର୍ଶନରେ ପୁଣିଥରେ ରାମାୟଣ ଧାରାବାହିକ ପ୍ରସାରଣ ହେବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। କେହି କେହି ରାମାୟଣ ଦେଖି ନିଜର ଖୁସି ବ୍ୟକ୍ତ କରିଥିବା ବେଳେ ଆଉ କେହି କେହି ଟେଲିଭିଜନର କ୍ଲିପ ନେଇ ଏହାକୁ ଟୁଇଟର୍‌ରେ ଶେୟାର କରିଥିବା ଦେଖାଯାଇଛି। ଦୁଇ ଦିନ ପୂର୍ବେ ଦୂରଦର୍ଶନରେ ରାମାୟଣ ପ୍ରସାରଣକୁ ନେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର ସୂଚନା ଦେଇଥିଲେ। ଏହା ଜାଣିବା ପରେ ଦର୍ଶକଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଥିଲା। ତେବେ ମାର୍ଚ୍ଚ ୨୮ରୁ ଡିଡି ଭାରତୀରେ ମଧ୍ୟାହ୍ନ ୧୨ଟା ଓ ସନ୍ଧ୍ୟା ୭ଟାରେ ମହାଭାରତ ପ୍ରସାରଣ କରାଯିବ ବୋଲି ମଧ୍ୟ ସୂଚନା ରହିଛି। ଲକ୍‌ଡାଉନ୍‌ ସମୟରେ ଦୂରଦର୍ଶନରେ ଏଭଳି ଧାରାବାହିକ ପ୍ରସାରିତ ହୋଇଥିବାରୁ ଦର୍ଶକେ ଦୂରଦର୍ଶନକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?