ରାମେଶ୍ୱର ହାଇସ୍କୁଲ ପ୍ରତିଷ୍ଠା ଦିବସ

ନିରାକାରପୁର,୩ା୭(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ହାଇସ୍କୁଲର ୫୫ ତମ ପ୍ରତିଷ୍ଠା ଦିବସ ସ୍କୁଲ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି ା ପ୍ରଧାନ ଶିକ୍ଷକ ହିମାଂଶୁ ଭୂଷଣ ମହାପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍‌ ନଗେନ୍ଦ୍ର କୁମାର ଦତ୍ତ ଏବଂ ଶିକ୍ଷାବିତ ବୀରବର ରଥ, ରାମେଶ୍ୱର ଗ୍ରାମ୍ୟ କମିଟି ସଭାପତି ନୀଳକଣ୍ଠ ରଥ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ା ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗୀତ ଓ ବତ୍କୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ସ୍ମୃତି ସଂସଦ ପକ୍ଷରୁ ମାନପତ୍ର ଓ ଅର୍ଥରାଶି ପ୍ରଦାନ କରାଯାଇଥିଲା ା ଶିକ୍ଷାବିତ ଚକ୍ରଧର ତ୍ରିପାଠୀ କାର୍ଯ୍ୟକ୍ରମ ପରିଚଳନା କରିଥିବା ବେଳେ ସଂସଦର ସମ୍ପାଦକ ବିଶ୍ୱମୋହନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ା ସଂସଦ ସଦସ୍ୟ ଚନ୍ଦ୍ର ମୋହନ ପଟ୍ଟନାୟକ, ବୀରେନ୍ଦ୍ର କୁମାର ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri