ରାଶନ କାର୍ଡ ହିତାଧିକାରୀଙ୍କୁ ରିଲିଫ

କୃଷ୍ଣପ୍ରସାଦ,୧୫ା୫(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତ ଅଧୀନ ଖିରିସାହି ଗ୍ରାମରେ ରାଶନ କାର୍ଡ ହିତାଧିକାରୀଙ୍କୁ ମଙ୍ଗଳବାର ରିଲିଫ ପ୍ରଦାନ କରାଯାଇଛି| ପ୍ରତି କାର୍ଡ ପିଛା ୫୦କେଜି ଚାଉଳ, ୨ହଜାର ଟଙ୍କା, ପଲିଥିନ୍‌ ଯୋଗାଇ ଦିିଆଯାଇଛି ା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲୀପ କୁମାର ତରେଇ, ସରପଞ୍ଚ କ୍ଷଣପ୍ରଭା କରଣ, ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ନାୟକ, ଜିଆର୍‌ଏସ୍‌ ବିପିନ କୁମାର ତରେଇ ପ୍ରମୁଖ ଉପସ୍ଥିତ ରହି ସହାୟତା ବଣ୍ଟନ କରିଥିଲେ ା ଏଥିସହିତ ଖିରିସାହି, ମହିଷା, ପରଳା ବିଦ୍ୟାଳୟ ସମେତ ବ୍ରହ୍ମପୁରର ୩ ସ୍ଥାନରେ ଦୁଇବେଳା ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ତେବେ ୨ଶହରୁ ଊର୍ଦ୍ଧ୍ୱ ପରିବାରକୁ ପଲିଥିନ ନ ମିଳିବାରୁ ସେମାନେ ଖୋଲା ଆକାଶ ତଳେ ରାତି ବିତାଉଛନ୍ତି। ତେଣୁ ଅବଶିଷ୍ଟ ଲୋକଙ୍କ ତୁରନ୍ତ ପଲିଥିନ୍‌ ଯୋଗାଇ ଦେବାକୁ ସରପଞ୍ଚ ପ୍ରଶାସନ ନିକଟରେ  ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri