ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା

ଉତ୍ତରପ୍ରଦେଶ ଗାଜିଆବାଦ୍‌ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି। କାର୍ଡରେ ସଦସ୍ୟ ସଂଖ୍ୟ ୯ ଜଣ ଦର୍ଶାଯାଇଛି। ଲକ୍ଷ୍ମୀଙ୍କୁ ଛାଡି ୮ ଜଣ ସଦସ୍ୟଙ୍କୁ ମହିଳାଙ୍କ ଝିଅ-ପୁଅ ତଥା ଜଣେ ଯୁବକଙ୍କୁ ତାଙ୍କ ଜ୍ୱାଇଁ ବୋଲି ଦର୍ଶାଯାଇଛି। ଆଶ୍ଚର୍ଯ୍ୟର ବିଷୟ ହେଉଛି, ପରିବାରର ସମସ୍ତ ସଦସ୍ୟଙ୍କ ପିତାଙ୍କ ନାମ ଭିନ୍ନ ଭିନ୍ନ ଉଲ୍ଲେଖ କରାଯାଇଛି। ଅଧିକାଂଶ ସଦସ୍ୟଙ୍କର ଜାତି ମଧ୍ୟ ଅଲଗା ଅଲଗା ରହିଛି। ଏହି ଘଟଣା ପଦାକୁ ଆସିଲା ପରେ ଏହାକୁ ଚପାଇ ଦେବାକୁ ଚେଷ୍ଟାକରାଯାଉଛି। କିନ୍ତୁ କେତେଜଣ ସ୍ଥାନୀୟ ଲୋକ ତହସିଲଦାରଙ୍କ ପାଖରେ କାର୍ଡ ଦେଖାଇ ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିବା ପରେ ଏହି ଘଟଣାର ତଦନ୍ତ ଲାଗି ଯୋଗାଣ ବିଭାଗର ଅଧିକାରୀଙ୍କୁ ଦିଆଯାଇଛି ବୋଲି ତହସିଲଦାର ପ୍ରକାଶ କରିଛନ୍ତି। କିନ୍ତୁ ଏହି ଘଟଣାକୁ ଏକ ବଡ଼ ତ୍ରୁଟି ଭାବେ ସ୍ବୀକାର କରିବା ସହ ଏହା କେଉଁ ସ୍ତରରେ କିପରି ହୋଇଛି ତାହାର ତଦନ୍ତ ହେବା ଉଚିତ ବୋଲି ଯୋଗାଣ ବିଭାଗ ଅଧିକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri