କୋରୁକୋଣ୍ଡା,୩୦ା୪(ଡି.ଏନ.ଏ): କରୋନାକୁ ଏବେ ସାରା ବିଶ୍ୱ ଚିନ୍ତିତ ରହିଛି। ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ନିୟମ ଜାରି ରହିଛି। ସେଥିରୁ ସାମାଜିକ ଦୂରତର ରକ୍ଷା କରିବା ଅନ୍ୟତମ। ମାଲକାନଗିରି ଜିଲା କୋରୁକୋଣ୍ଡା ଓ ବାଲିମେଳା ସହରାଞ୍ଚଳରେ ଲୋକେ ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖିବାକୁ ମିଳିଛି। କେନ୍ଦ୍ର ସରକାର ହିତାଧିକାରୀଙ୍କୁ ମାଗଣାରେ ୩ ମାସର ରାଶନ ଯୋଗାଇ ଦେଇଛନ୍ତି। ମାତ୍ର ଲୋକେ ରାଶନ ସାମଗ୍ରୀ ନେବା ବେଳେ ସାମାଜିକ ଦୂରତାକୁ ଭୁଲିଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ୩ ମାସର ରାଶନ ସାମଗ୍ରୀ ଗାଡ଼ି ଯୋଗେ ହିତାଧିକାରୀଙ୍କ ନିଜ ୱାର୍ଡରେ ଦେଉଥିଲେ। ଏବେ ଗୋଟିଏ ସ୍ଥାନରେ ୧୨ଟି ୱାର୍ଡର ଲୋକଙ୍କୁ ଡାକି ରାଶନ ପ୍ରଦାନ କରାଯାଉଛି। ଫଳରେ ଏଭଳି ସମସ୍ୟା ଉପୁଜୁଥିବା ଅଭିଯୋଗ ହେଉଛଇ। ପୂର୍ବପରି ଗାଡ଼ି ଯୋଗେ ପ୍ରତ୍ୟେକ ଓ୍ବାର୍ଡରେ ସାମଗ୍ରୀ ଯୋଗାଇ ଦେବାକୁ ଦାବି ହେଉଛି।
Posted inଆମ ଜିଲା ଖବର, ମାଲକାନଗିରି View All
ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି
କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…
କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ
ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…
ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ
ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…
ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…
‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍
ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…
ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…
ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍ସିଏଲ୍ର ପ୍ରଶଂସନୀୟ…
ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

