ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍‌ଡିଏ ପିଡି

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଗଞ୍ଜାମ ଡିଆର୍‌ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଛତ୍ରପୁର ଉପକଣ୍ଠ ଦାମିୟନନଗର ବାସୀଙ୍କୁ ଡାଲି, ଚାଉଳ, ଚିନି, ଆଳୁ, ଚୂଡା ବଣ୍ଟନ କରିଥିଲେ। ଏନେଇ ୪୮ଟି ପରିବାର ଉପକୃତ ହୋଇଥିଲେ। ନିରାଶ୍ରୟ, ଗରିବ ଓ ଏଡ୍‌ସ ଆକ୍ରାନ୍ତଙ୍କୁ ଡାଲି, ଚାଉଳ ବଣ୍ଟନ ପାଇଁ ଗଞ୍ଜାମ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ବଣ୍ଟନ ବେଳେ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ବିକ୍ରମ କୁମାର ଦୋରା ଏବଂ ଏନ୍‌ଏସି ଓ ଡିଆର୍‌ଡିଏ କର୍ମଚାରୀ ଉପସ୍ଥିତ ଥିଲେ। ବାଟ ମଙ୍ଗଳା ଏସ୍‌ଏଚ୍‌ଜି ଗ୍ରୁପ୍‌ର ସଦସ୍ୟାମାନେ ଏଥିରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri