ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ

ଖଇରା,୮।୪(ଡି.ଏନ୍‌.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କୁରୁଣ୍ଟା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ହିତାଧିକାରୀମାନଙ୍କୁ ୧ହଜାର ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରିଥିଲେ। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ବ୍ଲକ ଯୋଗାଣ ବିଭାଗ ଅଧିକାରୀ ନିରଞ୍ଜନ ସାହୁ, ସରପଞ୍ଚ ଦମୟନ୍ତୀ ପଣ୍ଡା, ଗ୍ରାମ ରୋଜଗାର ସେବକ ପ୍ରକାଶ ବେହେରା, ଡିଲର ରାଜେନ୍ଦ୍ର ପ୍ରସାଦ ନାୟକ, ମୁକୁନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ଶ୍ୟାମସୁନ୍ଦରପୁର ଓ ଖଇରା ପଞ୍ଚାୟତରେ ଏହି ଅର୍ଥ ହିତାଧିକାରୀମାନଙ୍କୁ ବଣ୍ଟନ କରିଥିଲେ ା ସ୍ଥାନୀୟ ଲୋକପ୍ରତିନିଧି ମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?