Posted inRasifala

ରାଶିଫଳ: ବୁଧବାର, ଫେବ୍ରୁଆରି ୫ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ଇଛାନୁସାରେ କାର୍ଯ୍ୟ ସମ୍ପନ୍ନ ହୋଇପାରିବ। କିନ୍ତୁ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେବେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ସମସ୍ୟା ନିଜ ଉପରକୁ ଆସିପାରେ। ଦ୍ୱିଜା ନକ୍ଷତ୍ର ବ୍ୟବସାୟ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ର କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ସାମୟିକ ବିଚଳିତ ରହିବେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ଯାତ୍ରା, ଜମିଜମା କାରବାର, ବ୍ୟବସାୟିକ ସଂସ୍ଥା, ଆନୁଷ୍ଠାନିକ କାମରେ ସଫଳତା ମିଳିବ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ସକାଳୁ ସକାଳୁ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲିତ ହେବ। ଏକ ନିର୍ଦ୍ଦିଷ୍ଟ କାର୍ଯ୍ୟ ସକାଶେ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାରୁ ବ୍ୟସ୍ତା ବୃଦ୍ଧି ପାଇପାରେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ସ୍ଥିତି, ନୂତନ କର୍ମାରମ୍ଭ, ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବନାହିଁ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି ହେବା ସହ ବିବାଦୀୟ ଘଟଣାର ବିଜୟୀ ହେବେ। ଶିକ୍ଷା ଓ ପରୀକ୍ଷାରେ ସନ୍ତାନଙ୍କ କୃତି ଓ କୃତିତ୍ୱଲାଭ ସକାଶେ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ। ପାରିବାରିକ କିମ୍ବା ସାମୂହିକ କାମରେ ଭାବ ପ୍ରବଣତା ପରିହାର କଲେ କେତେକାଂଶରେ ଉପକୃତ ହେବେ। ନିଜସ୍ବ ଚିନ୍ତାଧାରା ଉପଯୋଗ କରି କାମ ହାସଲ କରପାରିିବେ।
ସି˚ହ
ସି˚ହ
ଏକାଧିକ କାମରେ ଅନୁପ୍ରବେଶ କରିବାରୁ ମାନସିକ ସ୍ଥିରତା ନ ରହିଲେ ମଧ୍ୟ ପ୍ରତ୍ୟେକ କାମ କରିବାକୁ ବାଧ୍ୟ ହେବେ। ମଘା ନକ୍ଷତ୍ରର ସାଧାରଣ କଥାରେ ବନ୍ଧୁ ମାନଙ୍କ ସହ ମାନମାନାନ୍ତର ଦେଖା ଦେଇପାରେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ସମସ୍ୟାକୁ ବଢାଇପାରେ। ସଭାସମିତିରେ ଯୋଗଦେଲେ ସମ୍ମାନିତ ହେବେ।
କନ୍ୟା
ସ୍ଥଗିତ କାମକୁ ପୂରାଦମରେ କରି ସଫଳତା ହାସଲ କରିବେ। ଆପଣଙ୍କ ଚିନ୍ତାଧାରା ଓ କାର୍ଯ୍ୟଶୈଳୀର ବନ୍ଧୁବର୍ଗଙ୍କ ଚର୍ଚ୍ଚାକୁ ନେଇ ପ୍ରଶଂସା ଆଣିଦେବ। ବନ୍ଧୁମିଳନ ଅବକାଶରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାର ଆଶା ରହିଛି। ଉତରାଫାଲ୍‌ଗୁନୀ ନକ୍ଷତ୍ର ଶୁଭକାର୍ଯ୍ୟରେ ଯୋଗ ଦେଇ ସହ ବସ୍ତ୍ରଭୂଷଣ ଲାଭ କରିପାରନ୍ତି।
ତୁଳା
ତୁଳା
ପରିବାରର ବ୍ୟୟ ଭାର କ୍ରମଶଃ କମି ଆସିବାର ଏକପ୍ରକାର ମାନସିକ ପରିତୃପ୍ତି ଅନୁଭବ କରିବେ। କିନ୍ତୁ ଚାକିରିର କାର୍ଯ୍ୟକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ବନ୍ଧୁଙ୍କ ସମ୍ବନ୍ଧରେ ଭାବୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବିଶାଖା ନକ୍ଷତ୍ରର ଆଜି ଦିନସାରା ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ସମସ୍ୟା ସୃଷ୍ଟି କରିବ। ବିବାଦୀୟ ଘଟଣାରେ ପରାଜୟ ଲଭିବେ କିନ୍ତୁ ବ୍ୟବସାୟ ଦିଗଟି ମନ୍ଦ ହେବନି। ବନ୍ଧୁମାନଙ୍କ ପରାମର୍ଶରେ ମନୋରଞ୍ଜନ ଜିନିଷ କ୍ରୟ କରିବାକୁ ମନ ବଳାଇପାରନ୍ତି। ଅନୁରାଧା ନକ୍ଷତ୍ରର କୈାଣସି ବନ୍ଧୁସହ ସମ୍ପର୍କର ବିଚ୍ଛିନ୍ନ ମାନସିକ ସ୍ଥିରତାକୁ ନଷ୍ଟ କରିପାରେ।
ଧନୁ
ଧନୁ
ମୂଳା ନକ୍ଷତ୍ର ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। ବ୍ୟବସାୟ କ୍ରମଶଃ ବହୁମୁଖୀ ଆକାର ଧାରଣ କରିବା ପାଇଁ ଯୋଜନା କରିପାରନ୍ତି। ଭାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଆନୁଷ୍ଠାନିକ କାମ, ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।
ମକର
ମକର
ଧନିଷ୍ଠା ନକ୍ଷତ୍ର ବନ୍ଧୁ ମାନଙ୍କ ସାହାଯ୍ୟ ନେଇ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଦୀର୍ଘ ଦିନ ଉପରାନ୍ତେ ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଆଶ୍ୱସ୍ଥି ଲାଭ କରିପାରନ୍ତି। ବାଣିଜ୍ୟ, ନିର୍ମାଣ, କ୍ରୀଡା, ଚଳଚ୍ଚିତ୍ର ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅପେକ୍ଷାକୃତ ଅସୁବିଧା ଭୋଗିବେ କିନ୍ତୁ କାମ ହୋଇଯିବ।
କୁମ୍ଭ
କୁମ୍ଭ
ଖୁସୀର ପରିବେଶ ଓ ସମୟ ବଦଳିଯିବା କାରଣରୁ ଅତୀତକୁ ସ୍ମରଣ କରି ଅନୁତାପ କରିବାକୁ ପଡିପାରେ। ଧନିଷ୍ଠା ନକ୍ଷତ୍ରର ଘରେ କିମ୍ବା ଯିବା ସମୟରେ ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। କୌଣସି କଥାକୁ ଭଲରୂପେ ବିଚାର ନକରି ଅନ୍ୟଦ୍ୱାରା ପ୍ରଭାବିତ ହେଲେ ବହୁତ ଭୁଲ୍‌ କରିବେ।
ମୀନମୀନ
ଉତରଭାଦ୍ରପଦ୍‌ ନକ୍ଷତ୍ର ସାଧାରଣ ପରିଶ୍ରମରେ ବେଶି ସଫଳତା ମିଳିବ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନକଲେ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡିପାରେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମାନୋଭାବ ଆପଣଙ୍କ ପାଇଁ ସମସ୍ୟାର କାରଣ ପାଲଟିବ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri