Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ
ସ୍ବଗୃାଭିମୁଖୀ ଧନାଧିପ ଯୋଗୁ ଅର୍ଥଲାଭ ସଙ୍ଗକୁ ବର୍ନ୍ଧୁ ସମ୍ପର୍କରୁ ଖୁସି ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମ ଆଶାନୁଯାୟୀ ସମ୍ପନ୍ନ ହେବ। ପରିବାରରେ ପୈତୃକ ସମ୍ପତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇ ପାରେ। ଅନିଦ୍ରା ଜନିତ କ୍ଳେଶ ଭୋଗିବାକୁ ପଡିବାର ସମ୍ଭାବନା ସଙ୍କୁ ଆକସ୍ମିକ ମଧ୍ୟ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ବ୍ୟୟସ୍ଥ ଶୁକ୍ର ଜନିତ ଭାଙ୍ଗତ୍ପଡିଥିବା ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ତଥା ରଚନାମତ୍କ କାର୍ଯ୍ୟରେ ସଫଳତା ପାଇବେ। ପ୍ରତୀକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇବା ସଙ୍କୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ମିଥୁନ
ମିଥୁନ
ରାହୁ ଓ ଚନ୍ଦ୍ରଙ୍କ ସଂଯୋଗ କାରଣରୁ ବିଭିନ୍ନ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି। ତଥାପି କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ବନ୍ଧୁମାନଙ୍କ ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି। ମନରେ ଦୁଃଖ ଭରି ରହିଥିଲେ ମଧ୍ୟ ମନକଥା ନ କହିବାରୁ ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
କେତେକ ପ୍ରତିବନ୍ଧକ କାରଣରୁ ସାମୟିକ ଅସୁବିଧା ଭୋଗିଲେ ମଧ୍ୟ କାମ ଅଟକିବ ନାହିଁ। ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବା କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଆଶା କରିପାରନ୍ତି। ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
ବନ୍ଧୁମାନଙ୍କ ସହ ଆଲୋଚନା କାଳରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଆନମାନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
କନ୍ୟା
ମାନସିକ ଅସ୍ଥିରତା କାରଣରୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡିପାରନ୍ତି। ପୂର୍ବର ବିବାଦକୁ କେନ୍ଦ୍ରକରି ଆତ୍ମୀୟମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମଧ୍ୟାହ୍ନରେ ଟେନସନ୍‌ ଦୂର ହେବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। ଜମିଜମା, ମାଲିମକଦ୍ଦମା, ଯାତ୍ରା ଓ ଆନୁଷ୍ଠାନିକ କାମ ଯଥାରୀତି ଚାଲୁରହିବ।
ତୁଳା
ତୁଳା
ବନ୍ଧୁମାନଙ୍କ ସହାୟତାରେ ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନୋଜକୁ ନିୟୋଜିତ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ଲାଭବାନ୍‌ ହେବେ କିନ୍ତୁ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବାର ସୂଚନା ରହିଛି।
ବିଛା
ବିଛା
ଦୀର୍ଘ ଦିନରୁ ସ୍ଥଗିତ କାମକପୂରାକୁ ଦମରେ କରିଚାଲିବେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ମୂଲ୍ୟବାନ ଦ୍ରବ୍ୟ ଲାଭ ହେବା ସହ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଧନୁ
ଧନୁ
ଆଜି ଆପଣଙ୍କର କାମ ହାସଲ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ। କିନ୍ତୁ ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ପରିବାରରେ ସହମତି ଭିତରେ କାମ କଲେ ଉପକୃତ ହେବେ।
ମକର
ମକର
ମାନସିକ ସ୍ତରରେ ବିଚଳିତ ରହିବା ଜନିତ ପରିବାର, ଭ୍ରମଣ, ଆଲୋଚନାରେ ଅଂଶଗ୍ରହଣ କରିପାରିବେ ନାହିଁ। ଭଲ ସମ୍ପର୍କ ନ ଥିବା କାରଣରୁ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ହିତାକାଂକ୍ଷୀଙ୍କ ପରାମର୍ଶରେ ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍ କରିବେ। ସମୟର ବିଷମତା କାରଣରୁ ଦିନ ମଧ୍ୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତଶ୍ରୁତି ଦେବେ, କିନ୍ତୁ କିଛି କରିବେ ନାହିଁ । ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ
ସାମାଜିକ ସ୍ତରରେ ବହୁଲୋକ ଗହଣରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମନ ଭଲ ରହିଥିବା କାରଣରୁ ପାରିବାରିକ ସ୍ଥିତିରେ ମିଷ୍ଟଭାଷୀ ହେବେ। ଅପରାହ୍ନେ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri