











ବୃହସ୍ପତିଙ୍କ ଶୁଭ ଦୃଷ୍ଟିରୁ ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ କଷ୍ଟ ପାଇବେ। ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। କଚେରି ମାମଲା, ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।












ବୃହସ୍ପତିଙ୍କ ଶୁଭ ଦୃଷ୍ଟିରୁ ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ କଷ୍ଟ ପାଇବେ। ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। କଚେରି ମାମଲା, ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍କୁ ଧ୍ୱଂସ…
ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…