Posted inRasifala

ରାଶିଫଳ: ଶନିବାର, ଜୁନ ୨୨ ତାରିଖ – Daily Horoscope

ମେଷ
ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟ ମାନଙ୍କ ସ୍ନେହ,ଶ୍ରଦ୍ଧା ଓ ଆଦର ପାଇ ଖୁସୀ ରହିବେ । ଆଜକୁ କେତେଦିନ ହେଲା ଯାହା ଭାବୁତ୍ଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇବାର ସମ୍ଭାବନା ରହିଛି । ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ମଧ୍ୟ ସମସ୍ୟାର ସମାଧାନ କରିବେ । କର୍ମ ପରିସର ବୃଦ୍ଧି ପାଇବାରୁ କ୍ଳାନ୍ତି ଅନୁଭବ କରି ପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ ।ବାଣିଜ୍ୟ ଓ ବ୍ୟବସାୟ ,ପରିବହନ,ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନରହିଲେ ଅଦଳବଦଳ ହୋଇଯାଇପାରେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ଗୁଡିକ ସୁବିଧାରେ ହୋଇଯିବ । ଦୈହିକ ଦୁର୍ବଳତା ଯୋଗୁ ମନ୍ଥର ଗତିରେ ପ୍ରତ୍ୟେକ କାମ ସମ୍ପନ୍ନ ହେବ । ଆଲୋଚନା କାଳରେ ଦ୍ୱନ୍ଦ୍ବରେ ପଡି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କୈାଣସି ବିକଳ୍ପ ବ୍ୟବସ୍ଥା କରିବା ସକାଶେ ମନସ୍ଥ କରିପାରନ୍ତି।
କର୍କଟ
କର୍କଟ
କଥାରେ କଥାରେ ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟଚ୍ଛି ବିଶେଷଙ୍କୁ ଅପଣେଇ ନେଇ କାମ ହାସଲ କରିପାରିବେ ।କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛ‘ି ବାସ୍ତବରେ ସେମିତି କିଛି ହେବନି ା ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣକ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ ା
ସି˚ହ
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ । ପାରିବାରିକ ପରିସ୍ଥିତି ବିଶେଷ ଭଲ ନହେଲେ ମଧ୍ୟ ମନ୍ଦ ହେବନି । ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ।କଳା,କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ତଥା ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।
କନ୍ୟା
ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ,ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ତପତ୍ରତା ପ୍ରକାଶ କରିବେ ।ଚିତ୍ରା ନକ୍ଷତ୍ର କିନ୍ତୁ କୈାଣସି ଖଳ ଲୋକ ମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି ।  ମାଲି ମକଦ୍ଦମା,ତର୍କ ବିତର୍କ,ସଭା ସମିତି,ସଂଗଠନ,ନିର୍ମାଣ ଓ ପରିବହନ,କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ ।
ତୁଳା
ତୁଳା
ଆପଣଙ୍କ ଉନ୍ନତ ବିଚାରଧାରା ଓ ଉନ୍ନତ କାର୍ଯ୍ୟଶୈଳୀରୁ ପ୍ରଶଂସିତ ହେବେ । ଆବଶ୍ୟକ ସମୟରେ କୈାଣସି ମୂଲ୍ୟବାନ ଜିନିଷଟି ନପାଇ ବନ୍ଧୁଙ୍କ ଉପରେ ରାଗିବେ । ଶିଳ୍ପ, ବାଣିଜ୍ୟ ,ବ୍ୟବସାୟ,ରାଜନୀତି,କଳାରେ ସାମାଜିକ ସ୍ତରରେ ସମ୍ମାନିତ ହେବେ ା ଗବେଷଣା, ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇପାରନ୍ତି।
ବିଛା
ବିଛା
ବିଶେଷ କିଛି ଅଭାବ ଅସୁବିଧା ନଥିଲେ ମଧ୍ୟ ଶନିକ୍ଷେତ୍ରସ୍ଥ ଚନ୍ଦ୍ର ସୁସ୍ଥ ମାନସିକତାରୁ ବଂଚିତ କରାଇବ। ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବାର ଆଶଙ୍କା ରହିଛି । କିନ୍ତୁ କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଙ୍ଗଠନ ଓ କ୍ରୀଡା,ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ । ବନ୍ଧୁ କିମ୍ବା ବାନ୍ଧବୀଙ୍କ ସମ୍ମୁଖରେ ପ୍ରିୟ କଥା କହିଭୂଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ । ପଡୋଶୀମାନଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ । ଆଜି ଯାତ୍ରା ସମୟରେ ଅନ୍ୟମନସ୍କ ରୁହନ୍ତୁ ନାହିଁ ଏବଂ ଯାନ ବାହାନରେ ସତର୍କତା ରକ୍ଷା କରନ୍ତୁ।
ମକର
ମକର
ଛୋଟ ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇପାରେ। ପ୍ରକୃତ ଘଟଣା ନବୁଝି ପାଖପଡୋଶୀ କିମ୍ବା ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ବାଣିଜ୍ୟ,ବ୍ୟବସାୟ, ରପ୍ତାନି କାରବାର ତଥା ଏଜେନ୍ସି,ସାମ୍ବାଦିକତାରେ ପ୍ରଂଶସିତ ହେବେ । ପୂର୍ବବିବାଦକୁ ନେଇ ନିକଟ ସମ୍ପର୍କୀୟ ପ୍ରତ୍ୟେକ କ୍ଷେତ୍ରରେ ଦୂରେଇ ରହିପାରନ୍ତି।
କୁମ୍ଭ
କୁମ୍ଭ
ଅନୁରୋଧ ରକ୍ଷାକରି ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ।
ମୀନମୀନ
 ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ବହୁତ ଦିନହେଲା ଅଟକି ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ସାହିତ୍ୟ, ସଙ୍ଗୀତ ଓ ଚଳଚିତ,ନିର୍ମାଣ,ପରିବହନ,ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri