











ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି । ପରିବହନରେ, ପ୍ରଶାସନିକ ସ୍ତରରେ , ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯନତ୍ କରିପାରନ୍ତି । କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହେବାର ସୂଚନା ରହିଛି । ବାଣିଜ୍ୟ, ବ୍ୟବସାୟ,ପରିବହନ, ପ୍ରାୟତଃ ସନ୍ତୋଷଜନକ ରହିବ ।












ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି । ପରିବହନରେ, ପ୍ରଶାସନିକ ସ୍ତରରେ , ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯନତ୍ କରିପାରନ୍ତି । କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହେବାର ସୂଚନା ରହିଛି । ବାଣିଜ୍ୟ, ବ୍ୟବସାୟ,ପରିବହନ, ପ୍ରାୟତଃ ସନ୍ତୋଷଜନକ ରହିବ ।
ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…
ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…
ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…
ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…
ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…
ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…
ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…
ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…