Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ, ପ୍ରଶଂସିତ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି। ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଉଥିବାରୁ ଜମିଜମା ବିକ୍ରି ସକାଶେ ଯୋଜନା କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହେବ। ରାଜନୈତିକ କ୍ଷେତ୍ରରେ ସାଂଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। ଦେବଦର୍ଶନର ସୁଯୋଗ ମିଳିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାହିତ୍ୟ, ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ଅର୍ଜନ କରିପାରିବେ।
ମିଥୁନ
ମିଥୁନ
ଦୀର୍ଘ ଦିନରୁ ଆପଣ ମନେ ମନେ ଚି‘  କରିଥିବା କାମଗୁଡିକ ଆଜି ବାସ୍ତବରେ ଫଳପ୍ରଦ ହୋଇପାରିବ । ବନ୍ଧୁ ମାନଙ୍କ ମେଳରେ ଆଜିର ମନୋରନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ରହିବ । କଳା, ସାହିତ୍ୟ ଓ ରଚନାମତ୍କ କାଯର୍‌ୟରେ ଅଗ୍ରଗତି ଘଟିବ । ଅଫିସ୍‌ କାମର କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥ ଆନଜିପାରନ୍ତି। ବାଣିଜ୍ୟ,ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ସାହିତ୍ୟ,କଳା,କ୍ରୀଡା ପ୍ରଭୃତି ସହ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ଲାଗି ରହିଥିବା କାରଣରୁ କୈାଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ଶିଳ୍ପ ଓ ଏଜେନ୍ସିପରୁ ଖୂସି ରହିବେ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଅର୍ଥ ଅଭାବ ଥିଲେ ମଧ୍ୟ ତାହାକୁ ବନ୍ଧୁଙ୍କ ସାହାଯ୍ୟକ୍ରମେ ସୁଧାରି ନେଇ ପାରିବେ ।
କନ୍ୟା
ବାରମ୍ବାର ଧୋକା ଖାଇ ଓ ସମସ୍ୟା ମଧ୍ୟରେ ଚଳିବା ସହ କାଯର୍‌ୟ ଗୁଡିକ ମଧ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସି ସାହାଯ୍ୟ କରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ଯେତେ ପ୍ରକାରର ଉପାୟ ଅବଲମ୍ବନ କଲେ ମଧ୍ୟ କାର୍ଯ୍ୟ ହାସଲ କରିବା ଦୂରୁହ ହୋଇପଡିବ। ଅପରାହ୍ନେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବ। ଫଳରେ ଟେନସନ୍‌ କିିଛି ମାତ୍ରାରେ କମି ଯାଇପାରେ ।
ବିଛା
ବିଛା
ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶା ଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ । ସଂଗଠନ, ରାଜନୀତି,ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ । ଅନୁରାଧା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢିଚାଲିବ।
ଧନୁ
ଧନୁ
ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠପୋଷକତା ଲାଭକରି କାର୍ଯ୍ୟ ହାସଲ କରିବେ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା କରିଥିବା ଦିଗରୁ ଅର୍ଥଲାଭ ଘଟିବ । ପାରିବାରିକ କ୍ଷେତ୍ରରେ ଅସ୍ଥିରତାହିଁ ମାନସିକ ଅଶାନ୍ତିର କାରଣ ହୋଇପାରେ ।
ମକର
ମକର
ବହୁତ ଦିନରୁ ଚେଷ୍ଟା ଚଳାଇଥିବା କାମଟି କାମ ହାସଲ ହେବା କାରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ନତୁବା ଅଦଳ ବଦଳ ହୋଇ ଯାଇପାରେ । ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
କୁମ୍ଭ
କୁମ୍ଭ
ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶିଳ୍ପ, ବାଣିଜ୍ୟ,ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ ା ଆର୍ଥିକ ଦୁଃସ୍ଥିତି ଚିନ୍ତା ଜନକ ପରିଣାମ ସୃଷ୍ଟି କରିବାର ଆଶଙ୍କା ରହିଛି । ଆମତ୍ୀୟସ୍ବଜନଙ୍କ ପରୋକ୍ଷ ଶତ୍ରୁତା ମନୋଭାବକୁ ଲକ୍ଷ୍ୟକରି ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରବେ ।
ମୀନମୀନ
ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧ କ୍ରମେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଦେଖାଦେଇପାରେ । ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି ।

Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri