ରାଷ୍ଟ୍ରପତି ଭବନରେ କରୋନା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଭବନରେ ମୁତୟନ ଥିବା ଏସିପିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସମ୍ପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ଏସିପି ଜଣକ ପୂର୍ବ ଦିଲ୍ଲୀର କାରକାରଡୋମା ସରକାରୀ କ୍ୱାଟରରେ ବାସ କରୁଥିଲେ। ତାଙ୍କ ସହିତ ମିଳାମିଶା କରିଥିବା ୬ ଜଣ ଲୋକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କର ନମୁନା ପରୀକ୍ଷା ଲାଗି ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

ବଫେଟ୍‌, ଷ୍ଟିଫେନ୍‌ଙ୍କ ସହ ଖାଇବାକୁ ୯୦ ଲକ୍ଷ ଡଲାର

ନ୍ୟୁୟର୍କ, ୧୬ା୫ : ଆମେରିକାର ବିଶିଷ୍ଟ ପୁଞ୍ଜି ନିବେଶକ ୱାରେନ ବଫେଟ୍‌ ଏବଂ ବାସ୍କେଟବଲ୍‌ ତାରକା ଷ୍ଟିଫେନ୍‌ କରିଙ୍କ ସହ ମଧ୍ୟାହ୍ନଭୋଜନ କରିବା ପାଇଁ ଜଣେ ବ୍ୟକ୍ତି…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri