ରାଷ୍ଟ୍ରପତିଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଭାରତରେ ବିବାହ କଲେ ଆମେରିକା ଯୁବତୀ

ଥିରୁଭାନନ୍ତପୁରମ୍‌, ୯।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଜଣେ ଆମେରିକା ମହିଳା ଭାରତରେ ବିବାହ କରିଛନ୍ତି। ଆଶଲେ ହଲ୍‌ ନାମକ ଜଣେ ଯୁବତୀଙ୍କ ବିବାହ କୋଚିର ଏକ ହୋଟେଲରେ ଅନୁଷ୍ଠିତ ହେବାର ଥିଲା। ସେ ୮ ମାସ ପୂର୍ବରୁ ହୋଟେଲ ବୁକିଂ କରିଥିଲେ। ରାଷ୍ଟ୍ରପତିଙ୍କ ଏକ କାର୍ଯ୍ୟକ୍ରମ ଅବସରରେ ଏହି ହୋଟେଲରେ ରହିବାର ଥିଲା। ଏଥିପାଇଁ ହୋଟେଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ଏହି କାରଣରୁ ଆଶଲେଙ୍କ ବିବାହ ଉତ୍ସବ ପ୍ରଭାବିତ ଆଶଙ୍କା ଥିଲା। ସେ କୋଚିରେ ହିଁ ବିବାହ କରିବାକୁ ଚାହୁଁଥିଲେ। ଏନେଇ ସେ ଟୁଇଟ୍‌ କରି ରାଷ୍ଟ୍ରପତି ଭବନକୁ ସହାୟତା ମାଗିଥିଲେ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ହୋଟେଲକୁ ପଠାଯାଇଥିଲା। ସୁରକ୍ଷା ପାଇଁ ବିଦେଶୀ ମହିଳାଙ୍କ ବିବାହ ଯେପରି ବ୍ୟାହତ ନ ହୁଏ ସେଥିପାଇଁ ଧ୍ୟାନ ଦେବାକୁ ଚିଠିରେ ଲେଖାଯାଇଥିଲା। ପରେ ହୋଟେଲ କର୍ତ୍ତୃପକ୍ଷ ବ୍ୟବସ୍ଥ ଗ୍ରହଣ କରିଥିଲେ। ଆଶଲେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଇଥିଲେ। ଏହାପରେ ରାଷ୍ଟ୍ରପତି ତାଙ୍କୁ ବିବାହର ଶୁଭକାମନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri