ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ୨୦୧୯-୨୦: ଗ୍ରାମପଞ୍ଚାୟତସ୍ତରୀୟ ତାଲିମ, ଅଭିଯାନ କାର୍ଯ୍ୟକ୍ରମ

କେସିଙ୍ଗା,୨୫।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କୃଷି ଓ କୃଷକ ସଶକ୍ତି ବିଭାଗ ପକ୍ଷରୁ କୀଟନାଶକ ନିରାପଦ ବ୍ୟବହାର ଓ ଗ୍ରାମପଞ୍ଚାୟତସ୍ତରୀୟ ତାଲିମ ଓ ଅଭିଯାନ କାର୍ଯ୍ୟକ୍ରମ ଲଇତରା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗ୍ରାମପଞ୍ଚାୟତସ୍ତରୀୟ ତାଲିମ ଓ ଅଭିଯାନ କାର୍ଯ୍ୟକ୍ରମରେ ଚାଷୀମାନଙ୍କୁ କୀଟନାଶକର ନିରାପଦ ବ୍ୟବହାର ଓ ସୁରକ୍ଷିତ ଜୀବନର ଆଧାର ଉପରେ ଆଲୋକପାତ କରାଯାଇଥିଲା । କପା, ଧାନ, ଗହମ, ମକା, ଚିନାବାଦାମ, ମୁଗ, ବିରି, ହରଡ ଆଦି ଫସଲରେ କୀଟ ନାଶକ ଔଷକୁ କିପରି ନିରାପଦ ଭାବରେ ଛିଞ୍ଚନ କରାଯିବ ତାହା ଚାଷୀମାନଙ୍କୁ ଏକ ଭିଡିଓ ମାଧ୍ୟମରେ ପ୍ରଦର୍ଶନ କରାଯିବା ସହିତ ଉପସ୍ଥିତ ଚାଷୀମାନଙ୍କୁ ତାଲିମ ମଧ୍ୟ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ କେସିଙ୍ଗା କୃଷି ବିଭାଗ ସହକାରୀ କୃଷି ଅଧିକାରୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ସେହିପରି ବାଲସି, ପରଇସିଙ୍ଗା, ଉତ୍କେଳା, କାଣ୍ଡେଲ ଗ୍ରାମ ପଞ୍ଚାୟତରେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମଗ୍ର କେସିଙ୍ଗା ବ୍ଲକର ୨୬ ଗୋଟି ଗ୍ରାମପଞ୍ଚାୟତରେ ତାଲିମ ଓ ଅଭିଯାନ କାର୍ଯ୍ୟକ୍ରମ ଚାଲିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri