ରାସ୍ତା ଜଗିବସିଛନ୍ତି ଯୁବକ

ମାଧପୁର, ୫ା୪- ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ କନ୍ଧପଡା ଗ୍ରାମ ରାସ୍ତାରେ ଜଗି ରହିଛନ୍ତି କେତେଜଣ ଯୁବକ । ଗ୍ରାମବାସୀଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା କରିବା ଉଦ୍ଦେଶ୍ୟରେ ସେମାନେ ରାସ୍ତାରେ ବାଡ଼ ଦେଇଛନ୍ତି । ଅତି ଜରୁରୀ କାମରେ ଗ୍ରାମବାସୀଙ୍କୁ ବାହାରକୁ ଛାଡୁଛନ୍ତି । ସେହିପରି ଫେରିଲା ବେଳେ ହାତ ଗୋଡ ଧୋଇ ଘରକୁ ଯିବା ପାଇଁ ସାବୁନ, ପାଣିର ବ୍ୟବସ୍ଥା କରାଯାଇଛି । କୌଣସି ବାହାର ଲୋକଙ୍କୁ ମଧ୍ୟ ଯୁବକମାନେ ଭିତରକୁ ଛାଡୁ ନ ଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri