Posted inଜାତୀୟ

ରାସ୍ତା ମଝିରେ ବାଘ

ହାଇଦ୍ରାବାଦ, ୧୫।୫: ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି ସରକାର ଦେଶବ୍ୟାପୀ ଲକ୍‌ଡାଉନ ଲାଗୁ କରିଥିବା ବେଳେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଘଟଣା ଦେଖିବାକୁ ମିଳୁଛି। ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦର ଜାତୀୟ ରାଜପଥ-୭ ମଝିରେ ଏକ କଲରାପତରିଆ ବାଘ ଶୋଇଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଜନଗହଳି ନ ଥିବାରୁ ସେ ଏହାର ସୁଯୋଗ ନେଇ ନିର୍ଭୟରେ ସେଠାରେ ଶୋଇଛି। କେତେଜଣ ସ୍ଥାନୀୟ ବ୍ୟକ୍ତି ବାଘଟିକୁ ଦେଖିଥିବା ପ୍ରକାଶ କରିଛନ୍ତି। ସେହିବାଟ ଦେଇ ଯାଉଥିବା ଜଣେ ଗାଡ଼ିଚାଳକ ଏହାର ଭିଡିଓ ଶୁଟ୍‌କରିବା ପରେ ଏହା ଏବେ ଭାଇରାଲ ହେବାରେ ଲାଗିଛି। ସେହିଭଳି ଗୋଲକୁଣ୍ଡାର ନୂରାନୀ ମସ୍‌ଜିଦ ନିକଟରେ ଏକ ଗଧିଆକୁ ଦେଖିବାକୁ ମିଳିଛି। ଏଭଳି ଘଟଣା ଜଣାପଡ଼ିବା ପରେ ଉଦ୍ଧାରକାରୀଙ୍କୁ ନେଇ ପୋଲିସ ଓ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି। ବାଘକୁ ଉଦ୍ଧାର କରାଯିବ ବୋଲି ସମ୍‌ସାବାଦ ଡିସିପି ପ୍ରକାଶ ରେଡ୍ଡୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri