ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସମସ୍ତଙ୍କୁ ଭୟାତୁର କରିଛି । ରାସ୍ତା କଡରେ ପଡି ରହିଥିବା ଅସହାୟମାନଙ୍କୁ ମଧ୍ୟ ସେବା କରିବା ପାଇଁ ଜନସାଧାରଣ ଭୟ କରୁଛନ୍ତି । କିନ୍ତୁ ଅନେକ କ୍ଷେତ୍ରରେ ସାମାଜିକ କର୍ମୀମାନେ ଭୟଭୀତ ନ ହୋଇ ଅସହାୟଙ୍କୁ ସହଯୋଗ କରୁଥିବା ନଜିର ରହିଛି । ବୁର୍ଲା ଭିମ୍ସାର ସମ୍ମୁଖ ରାସ୍ତାରେ ୨ ଦିନ ହେବ ଜଣେ ଅଜଣା ବ୍ୟକ୍ତି ଅସହାୟ ବ୍ୟକ୍ତି ପଡି ରହିଥିଲେ, ଯାହାଙ୍କ ବୟସ ପ୍ରାୟ ୫୫ ବର୍ଷ ଭିତରେ ହେବ । କିନ୍ତୁ କେହି ତାଙ୍କୁ ଆହା ମଧ୍ୟ କରୁ ନ ଥିଲେ । ଭିମ୍ସାରରେ କାର୍ଯ୍ୟରତ ସୁରକ୍ଷା କର୍ମୀଙ୍କଠାରୁ ଏହି ଖବର ପାଇ ଗୁରୁବାର ପୂର୍ବାହ୍ନ ସାଢ଼େ ୧୦ଟାରେ ବୁର୍ଲାର ସାମାଜିକ କର୍ମୀ ବାବା ବାଗ, ସନ୍ତୋଷ ବାହାଦୁର, କୈଳାଶ ସୁନା ପ୍ରମୁଖ ଅସହାୟଙ୍କୁ ନେଇ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ଥିବା ଜଣାପଡିଛି ।
ରାସ୍ତାକଡ଼ରୁ ଅସହାୟଙ୍କୁ ଉଦ୍ଧାର କରି ଭିମ୍ସାରରେ ଭର୍ତ୍ତି କଲେ ସାମାଜିକ କର୍ମୀ
Posted inHome, ଆମ ଜିଲା ଖବର, ସମ୍ବଲପୁର View All
ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା
କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…
ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ
ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…
ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….
ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…
ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…
ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…
ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…
ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..
ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…
ଦିନ ଦ୍ୱିପ୍ରହରରେ ବିଚ୍ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ
ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…
ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍ଘାଟନ କରି ବିଧାୟକ କହିଲେ…
ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

