ରାସ୍ତାକଡ଼ରୁ ଉଦ୍ଧାର ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ସଦର ଥାନା ଗୁଡୁମ ବେରୁଁଆ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ଅଜଣା ବ୍ୟକ୍ତିଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ତାଙ୍କ ବୟସ ୩୫ରୁ ୪୫ ବର୍ଷ ମଧ୍ୟରେ ବୋଲି ଅନୁମାନ କରାଯାଉଛି। ତେବେ ତାଙ୍କର ପରିଚୟ ମିଳିପାରି ନ ଥିବା ବେଳେ କେହି ହତ୍ୟା କରି ଫିଙ୍ଗିଛନ୍ତି ଅଥବା ଅଜଣା ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଡାଳତୋଳା ହସ୍ପିଟାଲରୁ ମଙ୍ଗଳବାର ବିଳମ୍ବିତ ରାତିରେ ରୋଗୀ ନେଇ ଆସୁଥିବାବେଳେ ୧୦୮ ଆମ୍ବୁଲାନ୍ସର ଡ୍ରାଇଭର ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବ୍ୟକ୍ତିଙ୍କୁ ଦେଖିବାକୁ ପାଇଥିଲେ। ସେ ତୁରନ୍ତ ତାଙ୍କୁ ଆମ୍ବୁଲାନ୍ସରେ ଆଣି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri