ରାସ୍ତାରୁ ଖୋଳା ଚାଲିଛି ନିମ୍ନମାନର ପିଚୁ

ଭଦ୍ରକ ଅଫିସ,୭।୩: ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୨) ଅଧୀନ ସଦର ବ୍ଲକର ସରଗଡ଼ିଆ-ଚନ୍ଦନପୁର ରାସ୍ତାକାମ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ଉଠିଥିଲା। ଏହି ନିମ୍ନମାନର ରାସ୍ତାକାର୍ଯ୍ୟକୁ ନେଇ ଜଣେ ସାମାଜିକ କର୍ମୀ ଟୁଇଟ୍‌ କରିବା ପରେ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ନିକଟରେ କ୍ଷେତ୍ରୀୟ ତଦନ୍ତ କରାଯାଇ ରାସ୍ତାର ମାନ ଯାଞ୍ଚ କରାଯାଇଥିଲା। ଅଧିକାରୀମାନଙ୍କ ଯାଞ୍ଚ ପରେ ପ୍ରାୟ ୫ଶହ ମିଟର ପିଚୁ ରାସ୍ତା ଏବେ ଶ୍ରମିକମାନଙ୍କ ଦ୍ୱାରା ଖୋଳା ଚାଲିଛି। ନିମ୍ନମାନର କାର୍ଯ୍ୟ ହୋଇଥିବାରୁ ଉପରିସ୍ଥ ଅଧିକାରୀମାନେ ଠିକାଦାରଙ୍କ ନିଜସ୍ବ ଟଙ୍କାରେ ଏହି ରାସ୍ତା ଖୋଳାଯାଇ ପୁନଃ ପିଚୁ ପକାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ହୋଇଥିବା କଂକ୍ରିଟ ରାସ୍ତା ଫାଟି ଯାଇଥିବାରୁ ଉକ୍ତ ରାସ୍ତା କାମ ମଧ୍ୟ କରିବା ପାଇଁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri