ରାସ୍ତାରେ ଉପୁଡ଼ିପଡ଼ିଛି ବିଦ୍ୟୁତ୍‌ ଖୁଣ୍ଟ: ଯାତାୟାତ ବାଧାପ୍ରାପ୍ତ

ରତ୍ନଗିରି,୨୦ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମିଳିମିଳାପୁର ଗ୍ରାମରେ ବାତ୍ୟା ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ରାସ୍ତାରେ ବଡ଼ବଡ଼ ଗଛ ପଡ଼ିଥିବାରୁ ଗମନାଗମନ ଏକ ପ୍ରକାର ବନ୍ଦ ହୋଇଯାଇଛି। ରାସ୍ତା ଉପରେ ବିଦ୍ୟୁତ୍‌ତାର ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଥିବାର ଦେଖିବାକୁ ମିଳିଛି। ରାସ୍ତା ସଫା କରି ଯାତାୟାତ ସ୍ବାଭାବିକ କରିବାକୁ ଗ୍ରାମବାସୀ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri