ରାସ୍ତାରେ ଗଦାଗଦା ପଲିଥିନ ପଡ଼ିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପଞ୍ଚାୟତର ତତ୍ପରତା

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ବର୍ଷା ପରେ ଅବସ୍ଥା ବେହାଲ ହୋଇପଡ଼ିଥିଲା। ବିଶେଷକରି ପଞ୍ଚାୟତ ଅଧୀନରେ ରହିଥିବା ସମସ୍ତ ଡ୍ରେନ ଜାମ୍‌ ଯୋଗୁ ବର୍ଷାଜଳ ନିଷ୍କାସିତ ହୋଇ ନ ପାରି ରାସ୍ତା ଉପରେ ପ୍ରବାହିତ ହେଉଥିଲା। ଡ୍ରେନରେ ରହିଥିବା ପଲିଥିନ ସହ ଅଳିଆ ଆବର୍ଜନା ଆସି ରାସ୍ତା ଉପରେ ଗଦା ହୋଇରହିବା ସହ ପୁତିଗନ୍ଧମୟ ପରିବେଶ ସୃଷ୍ଟି କରିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଶନିବାର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ତପତ୍ରତା ପ୍ରକାଶ ପାଇବା ସହ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ଅଳିଆ ଆବର୍ଜନାକୁ ସଫା କରାଯାଉଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ଲୋକନାଥ ପଟ୍ଟନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri