ରାସ୍ତାରେ ହାତଧୋଇ ସଚେତନତା

ସୋରଡା,୨୭ା୩(ଡି.ଏନ୍‌.ଏ.)- ସୋରଡାରେ ସ୍ବାସ୍ଥ୍ୟବିଭାଗ, ପୋଲିସ ଓ ଏନ୍‌ଏସି ପ୍ରଶାସନ ତରଫରୁ କରୋନା ଭୂତାଣୁରୁ ରକ୍ଷା ପାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶୁକ୍ରବାର ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଡାକ୍ତର ସନ୍ତୋଷ କୁମାର ପଣ୍ଡା, ଦିଲୀପ ନାୟକ, ସୋମାଲିନ୍‌ ମିଶ୍ର, ଫାର୍ମାଶିଷ୍ଟ ସୁନିଲ କୁମାର ସାମନ୍ତରାୟଙ୍କ ସମେତ ମେଡିକାଲର ସମସ୍ତ କର୍ମଚାରୀ, ପୋଲିସ କର୍ମଚାରୀ ମିଳିତ ଭାବେ ସାବୁନରେ ହାତଧୂଆ ଅଭିଯାନ ଆରମ୍ଭ କରିଥିଲେ। ୫୦ଜଣିଆ ଏହି ମିଳିତ ଦଳ ୨୦ ସେକେଣ୍ଡ ହାତ ଧୋଇବା ଉପରେ ସଚେତନ କରିଥିଲେ। ଅପରାହ୍ନରେ ସାମାଜିକ ଦୂରତା ଅବଲମ୍ବନ ସହ ବଡବଦାଙ୍ଗି, ଅମୃତୁଲୁ, ସରନଉତି ଗ୍ରାମରେ ପହଞ୍ଚତ୍ ସହଚତନ କରିଥିଲେ। ଅତିରିକ୍ତ ତହସିଲଦାର କୁରେଶ ଜାନି, ଯନ୍ତ୍ରୀ ସତ୍ୟନାରାୟଣ ସାହୁ, ପ୍ରମୋଦ ଅଧିକାରୀ, ବିପିନ ଅଧିକାରୀ, ବିପିନି ପ୍ରଧାନ, ବିଡିଓ ସୀମାଞ୍ଚଳ ପ୍ରଧାନ ପ୍ରମୁଖ ଯାଇ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri