ରାସ୍ତାରୋକୋ କରି ଆନ୍ଦୋଳନ କଲେ ଚାଷୀ

କୋରୁକୋଣ୍ଡା, ୧୬।୧୨ (ଡ଼ି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀମାନେ ମାଲକାନଗିରି-ବାଲିମେଳା ରାସ୍ତାକୁ ଅବରୋଧ କଲେ। ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ଯେତିକି ଧାନବିକ୍ରି ନେଇ କୁହାଯାଇଥିଲା ସେଥିରୁ କମିବା ଏବଂ ଜଳକର ପୈଠ କରିବା ପରେ ଜମିକୁ ଜଳ ଯୋଗାଇ ନ ଦେବା ପ୍ରତିବାଦରେ ଚାଷୀମାନେ ଏହି ଆନ୍ଦୋଳନ କରିଥିଲେ। ରାସ୍ତା ଅବରୋଧ ଯୋଗୁ ଉଭୟ ପାର୍ଶ୍ୱରେ ଅନେକ ଗାଡିମୋଟର ଅଟକି ରହିଥିଲା। ଖବରପାଇ ମାଲକାନଗିରି ଥାନା ଅଧିକାରୀ ରାମ ପ୍ରସାଦ ନାଗ ପହଞ୍ଚତ୍ ଚାଷୀଙ୍କୁ ବୁଝାଶୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ସୂଚନାଯୋଗ୍ୟ ଯେ, କୋରୁକୋଣ୍ଡା ଲ୍ୟାମ୍ପ ଅନ୍ତର୍ଗତ ୮୮୬ ଜଣ ଚାଷୀଙ୍କୁ ଟୋକନ ନ ମିଳିବାରୁ ଚାଷୀ ଧାନ ବିକ୍ରି କରି ପାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri