Posted inଜାତୀୟ

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ: ୨୦୧୪ ତୁଳନାରେ ୧୧ଟି ଅଧିକ ଆସନରେ ଜିତିବ କଂଗ୍ରେସ

ନୂଆଦିଲ୍ଲୀ,୨୩ା୫(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ ହୋଇଛି। ସବୁଠୁ ବଡ଼ କଥା ହେଲା ୬ ମାସ ପୂର୍ବେ ତିନୋଟି ପ୍ରମୁଖ ହିନ୍ଦୀଭାଷୀ ରାଜ୍ୟ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ଭାଜପାକୁ ପରାଜିତ କରି କଂଗ୍ରେସ କ୍ଷମତାକୁ ଫେରିଥିଲା। ଏହି ତିନି ରାଜ୍ୟରେ ଲୋକ ସଭା ନିର୍ବାଚନ ଫଳାଫଳ ସମ୍ପୂର୍ଣ୍ଣ ଓଲଟି ଯାଇଛି। ୨୦୧୪ ତୁଳନାରେ କଂଗ୍ରେସ ଏଥର ମାତ୍ର ୧୧ଟି ଅଧିକ ଆସନରେ ଜିତିବାକୁ ଯାଉଛି। ରାଫାଲ ଦୁର୍ନୀତି ଏବଂ ଚୌକିଦାର ଚୋର ହୈ ସ୍ଲୋଗାନ ଦେଇ ରାହୁଲ ସବୁ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରୁଥିଲେ ହେଁ ଏହା ଲୋକଙ୍କ ଚିନ୍ତାଧାରାକୁ ବଦଳାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪।୩: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri