Posted inଜାତୀୟ

ରାହୁଲଙ୍କ ପିଲାଳିଆମି ଦୂର କରିବ ଯୋଗ: ରାମ ମାଧବ

ନୂଆଦିଲ୍ଲୀ,୨୧।୬: ଶୁକ୍ରବାର ସାରା ବିଶ୍ୱ ପାଳନ କରିଛି ୫ମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ଏହି ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବଡ ବଡ ରାଜନେତାମାନେ ଯୋଗ କରିଛନ୍ତି। ହେଲେ ଏବେ ଏହି ଯୋଗକୁ ନେଇ ରାହୁଲଙ୍କ ସହ ତୁଳନା କରିଛନ୍ତି ଭାଜପା ମହାସଚିବ ତଥା ଏମ୍‌ପି ରାମ ମାଧବ। ଗୁରୁବାର ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଚାଲିଥିବା ବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମୋବାଇଲରେ ବ୍ୟସ୍ତ ଥିଲେ। ଏହାର ଏକ ଭିଡିଓ ଭାଇରାଲ ହେବା ପରେ ଘଟଣା ସାମ୍ନାକୁ ଆସିଥିଲା। ଏବେ ଏହି ଭିଡଓକୁ ନେଇ ରାମ ମାଧବ କହିଛନ୍ତି ଏହା ହେଉଛି ରାହୁଲଙ୍କ ପିଲାଳିଆମି। ତେଣୁ ସଂସଦରେ ଏବେ ବି କେତେଜଣ ଛୋଟ ପିଲା ଅଛନ୍ତି। ଯୋଗ କଲେ ଏମାନଙ୍କ ପିଲାଳିଆମି ଦୂର ହେବ ବୋଲି ରାମ ମାଧବ କହିଛନ୍ତି। ଯୋଗ ଦିବସ ଅବସରରେ ସ୍କୁଲ ପିଲାଙ୍କ ମଧ୍ୟରେ ଯୋଗ କରୁଥିବା ସମୟରେ ରାମ ମାଧବ କହିଛନ୍ତି କ୍ଲାସରେ ଶିକ୍ଷକ ପଢାଇବା ସମୟରେ ତାଙ୍କ କଥାକୁ ଏକାଗ୍ରତାର ସହ ଶୁଣିବା କଷ୍ଟକର ହୋଇଥାଏ। ବେଳେ ବେଳେ ଆମକୁ ନିଦ ମଧ୍ୟ ଆସିଯାଇଥାଏ। ହେଲେ ଏହାକୁ ନେଇ ବ୍ୟସ୍ତ ହେବାର କିଛି ନାହିଁ। କାହିଁନି ନା ଏବେ ବି ସଂସଦରେ କେତେଜଣ ଛୋଟ ପିଲା ଅଛନ୍ତି। ଯେଉଁମାନେ ସବୁବେଳେ ଅନ୍ୟ ମନସ୍କ ରହୁଛନ୍ତି। ଅବଶ୍ୟ ସେ ରାହୁଲଙ୍କୁ ଲକ୍ଷ୍ୟ କରି ଏହା କହିଛନ୍ତି। ସେ କହିଛନ୍ତି ଯୋଗ ଏମାନଙ୍କୁ ବେଶ୍‌ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri