ରାୟଗଡ଼ାରୁ ପରୀକ୍ଷା ହୋଇଥିବା ସମସ୍ତ ରିପୋର୍ଟ ନେଗେଟିଭ

ରାୟଗଡା ଅଫିସ,୧୬।୫: ରାୟଗଡ଼ା ଜିଲାରୁ ଗତ ୧୨ ତାରିଖରେ ୧୨ଟି ପର୍ଯ୍ୟାୟରେ ୬୧ ସନ୍ଧିଗ୍ଧଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ଆରଏମଆରସି, ଭୁବନେଶ୍ୱରକୁ ପଠାଯାଇଥିଲା। ତେବେ ସମସ୍ତଙ୍କର ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି।
ଜିଲାରୁ ବର୍ତ୍ତମାନ ସୁଦ୍ଧା ୫୮୧ ଜଣଙ୍କ ନମୁନା ପରୀକ୍ଷା ହୋଇଛି। ସମସ୍ତଙ୍କର ରିପୋର୍ଟ ନେଜେଟିଭି ଆସିଥିବା ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ.ଆର୍ତ୍ତବନ୍ଧୁ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri