ରିଏଲ ଇଷ୍ଟେଟ-ଗୃହକ୍ରେତା ପ୍ରତିନିଧିଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ,୧୨-୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ରିଏଲ ଇଷ୍ଟେଟ ଏବଂ ଘର କ୍ରେତା ପ୍ରତିନିଧିଙ୍କୁ ଭେଟିଛନ୍ତି। ଏହି ବୈଠକରେ ନଗଦ ସଙ୍କଟ, ଚାହିଦା ହ୍ରାସ ଏବଂ ରୋକି ହୋଇଥିବା ପ୍ରକଳ୍ପକୁ ନେଇ ଚିନ୍ତାବ୍ୟକ୍ତ କରାଯାଇଛି। ରିଏଲ ଇଷ୍ଟେଟରେ ଦେଖାଦେଇଥିବା ଅସୁବିଧାକୁ ଖୁବଶୀଘ୍ର ଦୂର କରାଯିବ ବୋଲି ସୀତାରାମନ୍‌ ପ୍ରତିଶ୍ରୁତି ଦେଇଛନ୍ତି। ଅର୍ଥମନ୍ତ୍ରୀ ପ୍ରଥମେ ରିଏଲ ଇଷ୍ଟେଟ କ୍ଷେତ୍ରର ଦୁଇ ଶୀର୍ଷ ସଂଗଠନ କ୍ରେଡାଇ ଓ ନାରେଡକୋ ପ୍ରତିନିଧିଙ୍କୁ ଭେଟିଥିଲେ। ଏହି ବୈଠକରେ ଆବାସ, ସହର ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ପୁରୀ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଆର୍ଥିକ ବ୍ୟାପାର, ରାଜସ୍ବ, ଆବାସ, ସିବିଡିଟି, କର୍ପୋରେଟ ବ୍ୟାପାର ଏବଂ ରେରାର ଶୀର୍ଷ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri