ରିଲାଏନ୍ସ ଦେଶର ସର୍ବବୃହତ କମ୍ପାନୀ

ନୂଆଦିଲ୍ଲୀ,୨୨-୫: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଅଏଲ କର୍ପୋରେଶନ(ଆଇଓସି)କୁ ପଛରେ ପକାଇ ଦେଶର ସବୁଠାରୁ ଅଧିକ କାରବାର କରୁଥିବା କମ୍ପାନୀ ହୋଇପାରିଛି। କାରବାର କ୍ଷେତ୍ରରେ ଏହା ଦେଶର ସର୍ବବୃହତ କମ୍ପାନୀ ହୋଇଛି। ପେଟ୍ରୋଲିୟମ ଠାରୁ ଆରମ୍ଭ କରି ଖୁଚୁରା ବ୍ୟବସାୟ ଏବଂ ଟେଲିକମ୍‌ ଭଳି ବିଭିନ୍ନ କ୍ଷେତ୍ରରେ ନିଜର ବ୍ୟବସାୟ ବିସ୍ତାର କରିଥିବା ଆର୍‌ଆଇଏଲ୍‌ର ୨୦୧୮-୧୯ରେ ମୋଟ କାର୍‌ବାର ପରିମାଣ ୬.୨୩ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ଅନ୍ୟପକ୍ଷରେ ମାର୍ଚ୍ଚ ୩୧ରେ ଶେଷ ହେଉଥିବା ଆର୍ଥିକ ବର୍ଷରେ ଆଇଓସିର କାରବାର ୬.୧୭ ଲକ୍ଷ କୋଟି ଟଙ୍କା ହୋଇଛି। ଦୁଇ କମ୍ପାନୀ ପକ୍ଷରୁ ନିୟାମକୀୟ ସୂଚନାରୁ ଏହା ଜଣାପଡିଛି। ରିଲାଏନ୍ସ ନେଟ୍‌ ଲାଭ ହାସଲ କରିବାରେ ମଧ୍ୟ ସର୍ବାଗ୍ରେ ରହିଛି। ଶେଷ ହୋଇଥିବା ଆର୍ଥିକ ବର୍ଷରେ ଆଇଓସି ଠାରୁ ଏହାର ଲାଭ ଦୁଇଗୁଣାରୁ ଅଧିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri