ରିଲିଜ ହେଲା ସୂର୍ଯ୍ୟବଂଶୀର ଟ୍ରେଲର: ଟ୍ରାଫିକ ଜାମ୍‌କୁ ଦୂରେଇବାକୁ ଅକ୍ଷୟଙ୍କ ନୂଆ ଫର୍ମୁଲା

ମୁମ୍ବାଇ: ବଲିଉଡ୍‌ ଅପ୍‌ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଟ୍ରେଲର ରିଲିଜ୍‌ ହୋଇଛି। ଏଥିରେ ମୁଖ୍ୟ ଭୂମିକାରେ ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର, କ୍ୟାଟ୍ରିନା କୈଫ, ଜ୍ୟାକି ଶ୍ରଫ, ଗୁଲଶନ ଗ୍ରୋଭର, ନିକିତିନ ଧିର, ବିଧାନ ଶର୍ମା ଆଦିଙ୍କୁ ଦେଖିବାକୁ ମିଳିବ। ଏହି ଟ୍ରେଲର ରିଲିଜ୍‌ ଅବସରରେ ଟ୍ରାଫିକ ଜାମ୍‌କୁ ଦୂରେଇ ଦେବାକୁ ଅକ୍ଷୟ କୁମାର ଏକ ନୂଆ ଫର୍ମୁଲା ଆପଣେଇ ଥିବା ଦେଖାଯାଇଛି। ଟ୍ରେଲର୍‌ ରିଲିଜ ଅବସରରେ ସେ ଏକ ରେସିଂ ବାଇକ୍‌ ନେଇ ପହଞ୍ଚିଥିବା ଜଣାପଡିଛି। ଏହି ରେସିଂ ବାଇକ୍‌ ସହ ଅକ୍ଷୟ ହାତରେ ହେଲମେଟ୍‌ ଧରିଥିବାର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାସହ ଅକ୍ଷୟ ଲେଖିଛନ୍ତି ‘ସୂର୍ଯ୍ୟବଂଶୀ’ର ଟ୍ରେଲର ରିଲିଜ୍‌ ଅବସରରେ ମୁମ୍ବାଇ ଟ୍ରାଫିକରୁ ବଞ୍ଚିବାକୁ ଆଜି ସୂର୍ଯ୍ୟବଂଶୀ ହେଲିକପ୍ଟର ବଦଳରେ ବାଇକ୍‌ର ସାହାରା ନେଇଛନ୍ତି। ଅକ୍ଷୟଙ୍କ ଏହି ଫଟୋକୁ ଦେଖିବା ପରେ ତାଙ୍କର ପ୍ରଶଂସକମାନେ ଭିନ୍ନ ଭିନ୍ନ କମେଣ୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri