ରିଲିଜ୍ ହେଲା ସାହିଦ କପୁରଙ୍କ ଅଭିନୀତ ଫିଲ୍ମ ‘ଜର୍ସି’ର ପ୍ରଥମ ପୋଷ୍ଟର

ମୁମ୍ବାଇ: ଦୀର୍ଘ ପ୍ରାୟ ଦୁଇ ବର୍ଷ ପରେ ବଡ ପରଦାକୁ ଫେରିଛନ୍ତି ଅଭିନେତା ସାହିଦ କପୁର । ଏବେ ସେ ତାଙ୍କ ଅପକମିଂ ଫିଲ୍ମ ‘ଜର୍ସି’ରେ ଆକ୍ଟିଙ୍ଗର କମାଲ ଦେଖାଇବେ । ତାଙ୍କ ପ୍ରଶଂସକ ଉତ୍ସୁକତାର ସହ ଫିଲ୍ମ ରିଲିଜକୁ ଅପେକ୍ଷା କରିଛନ୍ତି । ଇତିମଧ୍ୟରେ ସୋମବାର ‘ଜର୍ସି’ର ଫାଷ୍ଟଲୁକ୍ ଅଫିସିୟାଲି ରିଲିଜ୍ କରାଯାଇଛି । ଏହାକୁ ଫିଲ୍ମର ଲିଡ ରୋଲରେ ଥିବା ସାହିଦ କପୁର ବି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି । ଆଉ ଏହାର ଫାଷ୍ଟଲୁକ୍ ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି ।
ଫିଲ୍ମର ପୋଷ୍ଟରରେ ଅଭିନେତା ସାହିଦ କପୁର ବିଲକୁଲ ଭିନ୍ନ ଅ୍‌ଦାଜରେ ନଜର ଆସୁଛନ୍ତି । ପୋଷ୍ଟରଟି ଦେଖିବା ପରେ ଦର୍ଶକଙ୍କ ମଧ୍ୟରେ ଉତ୍ସୁକତା ଆହୁରି ବଢି ଯାଇଛି । ମଙ୍ଗଳବାର ଫିଲ୍ମର ଟ୍ରେଲର ରିଲିଜ୍ କରାଯିବ ।
ଫିଲ୍ମର ନିର୍ମାତା ଅମନ ଗିଲ ଟ୍ରେଲର ରିଲିଜ୍ ହେବାର ତାରିଖ ଜଣାଇବା ସହ ଦର୍ଶକଙ୍କ ପ୍ରତିକ୍ରିୟାକୁ ଅପେକ୍ଷା ରଖିଥିବା କହିଛନ୍ତି । ଦୀର୍ଘ ୨ ବର୍ଷ ହେବ ଏହାର କାମ ଚାଲିଥିବା ବେଳେ ସେମାନେ ଦର୍ଶକଙ୍କୁ ନିରାଶ କରିବେ ନାହିଁ ବୋଲି କହିଛନ୍ତି । ତେବେ ଫିଲ୍ମଟି ଡିସେମ୍ବର ୩୧ରେ ରିଲିଜ୍ କରାଯିବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri