ରିଲିଜ୍‌ ପୂର୍ବରୁ ସୁପରହିଟ୍‌ ହେଲା ଫିଲ୍ମ ‘ସାହୋ: ୨୪ ଘଣ୍ଟାରେ ୧ କୋଟିରୁ ଉର୍ଦ୍ଧ୍ୱ ଦର୍ଶକ ଦେଖିଲେଣି ଟ୍ରେଲର

ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ଷ୍ଟାରର ଫିଲ୍ମ ’ସାହୋ’ର ଜବରଦସ୍ତ ଟ୍ରେଲର ରିଲିଜ ହୋଇଛି। ଫିଲ୍ମର ଟିଜର୍‌ ଏବଂ ଗୀତ ଭଳି ଟ୍ରେଲରକୁ ମଧ୍ୟ ଦର୍ଶକ ଖୁବ୍‌ ପସନ୍ଦ କରିଛନ୍ତି। ଟ୍ରେଲର ରିଲିଜର ଗୋଟିଏ ଦିନ ମଧ୍ୟରେ ୟୁ-ଟ୍ୟୁବ୍‌ରେ ୧ କୋଟିରୁ ଉର୍ଦ୍ଧ୍ୱ ଦର୍ଶକ ଦେଖିସାରିଲେଣି। ଟ୍ରେଲରରେ ପ୍ରଭାସ ଏବଂ ଶ୍ରଦ୍ଧାଙ୍କ ଜବରଦସ୍ତ ଆକ୍ସନ, ରୋମାନ୍ସ ଦର୍ଶକଙ୍କ ମନକୁ ଛୁଇଁଛି। ବାହୁବଳୀ-୨ ପରେ ପଭାସ୍‌ ସାହୋ ଜରିଆରେ ପୁଣି ବଡ ପରଦାକୁ ଆସୁଛନ୍ତି। ଟଲିଉଡ ନିର୍ଦ୍ଦେଶକ ସୁଜିତ୍‌ଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମରେ ପ୍ରଭାସ ଏବଂ ଶ୍ରଦ୍ଧାଙ୍କ ବ୍ୟତୀତ ଚଙ୍କି ପାଣ୍ଡେ, ନଇଲ୍‌ ନୀତିନ୍‌ ମୁକେଶ ପ୍ରମୁଖ ଅଭିନୟ କରିଛନ୍ତି। ଫିଲ୍ମଟି ଅଗଷ୍ଟ ୩୦ରେ ରିଲିଜ୍‌ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri