ରିଲେସନଶିପ୍‌ରେ ରହିବାକୁ ଚାହୁଁଛନ୍ତି କିୟାରା!

ମୁମ୍ବାଇ: କବିର ସିଂ ଫେମ୍‌ କିୟାରା ଆଡଭାନୀଙ୍କ ପ୍ରଥମ ସୋଲୋ ଫିଲ୍ମ ବକ୍ସ ଅଫିସରେ ଜବରଦସ୍ତ ଓପନିଂ କରିଛି। କିଛିଦିନ ତଳେ କିୟାରା ରୋମ୍‌ ଜେଣ୍ଡର ରିଲେସନଶିପ(ସମଲିଙ୍ଗି ସମ୍ପର୍କ)କୁ ନେଇ ତାଙ୍କର ମତ ରଖିଥିଲେ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯଦି ରୋମ୍‌ ଜେଣ୍ଡର ରିଲେସନଶିପରେ ରହିବାକୁ ତାଙ୍କୁ କୁହାଯାଏ ତେବେ ସେ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନଙ୍କ ସହ ରହିବାକୁ ପସନ୍ଦ କରିବେ ବୋଲି କହିଛନ୍ତି। ନିଜର ଭିନ୍ନ ଅନ୍ଦାଜକୁ ନେଇ କିୟାରାଙ୍କର ଏକ ସ୍ବତନ୍ତ୍ର ପରିଚୟ ଥିବା ବେଳେ ଏବେ ତାଙ୍କର ଏପରି ଉତ୍ତର ତାଙ୍କ ଫ୍ୟାନମାନଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri