Posted inଖେଳ

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା। ପନ୍ତ ୨୦୧୫ରେ ପ୍ରଥମ ଶ୍ରେଣୀ କ୍ରିକେଟରେ ଡେବ୍ୟୁ କରିଥିଲେ। ସେ ୨୦୧୭ରେ ଭାରତୀୟ ଦଳରେ ଯୋଗ ଦେଇଥିଲେ। ଫେବୃଆରୀ ୨୦୧୭ରେ, ସେ ଅନ୍ତର୍ଜାତୀୟରେ ଡେବ୍ୟୁ କରିଥିଲେ। ସେତେବେଳକୁ ତାଙ୍କ ୧୯ ବର୍ଷ ୧୨୦ ଦିନ ବୟସଙ୍‌ ହୋଇଥିଲା। ସେ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରୁଥିବା ସର୍ବକନିଷ୍ଠ ଖେଳାଳି ହୋଇଥିଲେ। ସେ ୨୦୧୮ରେ ଟେଷ୍ଟ ଡେବ୍ୟୁ କରିଥିଲେ ଏବଂ ସେହି ବର୍ଷ ଅକ୍ଟୋବରରେ ତାଙ୍କର ଦିନିକିଆ ଡେବ୍ୟୁ କରିଥିଲେ। ତାଙ୍କର ମୋଟ ସମ୍ପତ୍ତି ପ୍ରାୟ ୧୦୦ କୋଟି ଟଙ୍କା।

୨୦୨୨ରେ କାର ଦୁର୍ଘଟଣା ସତ୍ତ୍ୱେ ପନ୍ତଙ୍କୁ ୨୦୨୨-୨୩ ସିଜିନ୍‌ ପାଇଁ ବିସିସିଆଇ ଦ୍ୱାରା ୫ କୋଟି ଟଙ୍କା ମୂଲ୍ୟର ଏ-ଗ୍ରେଡ କେନ୍ଦ୍ରୀୟ ଚୁକ୍ତିନାମା ଦିଆଯାଇଥିଲା। ଏଥର ତାଙ୍କୁ ବି ଗ୍ରେଡରେ ରଖାଯାଇଥିଲା। ଏହି ଗ୍ରେଡ୍‌ରେ ଖେଳାଳିମାନେ ୩ କୋଟି ଟଙ୍କା ପାଇଥିଲେ। ଏହା ବ୍ୟତୀତ ସେ ପ୍ରତ୍ୟେକ ଟେଷ୍ଟ ମ୍ୟାଚ ପାଇଁ ୧୫ ଲକ୍ଷ, ପ୍ରତ୍ୟେକ ଦିନିକିଆ ପାଇଁ ୬ ଲକ୍ଷ ଏବଂ ପ୍ରତ୍ୟେକ ଟି-୨୦ ମ୍ୟାଚ ପାଇଁ ୩ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି।

ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ତାଙ୍କୁ ୨୦୧୬ରେ ୧.୯ କୋଟି ଟଙ୍କାରେ କିଣିଛି। ତାଙ୍କର ବର୍ତ୍ତମାନର ଆଇପିଏଲ ଦରମା ୧୬ କୋଟି ଟଙ୍କା। ସେ ଗତ କିଛି ବର୍ଷ ମଧ୍ୟରେ ଆଇପିଏଲରୁ ୭୪ କୋଟିରୁ ଅଧିକ ଆୟ କରିଥିଲେ।

ପନ୍ତଙ୍କ ଘର ବହୁତ ବିଳାସପୂର୍ଣ୍ଣ ଅଟେ। ଘରର କୋଠରୀରେ ବହୁତ ସ୍ଥାନ ଅଛି ଏବଂ ସେ ବିଳାସପୂର୍ଣ୍ଣ ଜୀବନ ବିତାଉଛନ୍ତି। କୋଠରୀଗୁଡ଼ିକର ଡିଜାଇନ ବହୁତ ଆଧୁନିକ ଅଟେ। ତାଙ୍କ ଘରେ ଏକ ଜିମ ମଧ୍ୟ ଅଛି । ଦିଲ୍ଲୀ, ରାଉରକେଲା, ଡେରାଡୁନ ଏବଂ ହରିଦ୍ୱାରରେ ପନ୍ତଙ୍କର ସମ୍ପତ୍ତି ରହିଛି। ତାଙ୍କ ଦିଲ୍ଲୀ ଘରର ମୂଲ୍ୟ ପ୍ରାୟ ୨ କୋଟି ଟଙ୍କା ହୋଇଥିବାବେଳେ ରୁର୍‌କି ସମ୍ପତ୍ତିର ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri